Posted inଜାତୀୟ

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଇକୋ ଟୁରିଜିମ୍‌ ପାର୍କରେ ପହଞ୍ଚିଛନ୍ତି। ମୋଦି ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ନାମ ନରେନ୍ଦ୍ର ଦାମୋଦରଦାସ ମୋଦି ଥିଲା। ୧୯୬୮ରେ ସେ ଯଶୋଦା ବେନ୍‌ଙ୍କୁ ବିବାହ କରିଥିଲେ। ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପରେ ୧୯୮୩ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଔରଙ୍ଗାବାଦ୍‌,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ...

ନାଗପୁରରେ ପୁଣି ଫୁଟିଲା କରୋନା ବୋମା

ନାଗପୁର,୧୯।୨: କରୋନା ପୁଣି ଥରେ ମହାରାଷ୍ଟ୍ର କାୟା ବିସ୍ତାର କରିବା କରିବା ଆରମ୍ଭ କରିଛି। ମହାରାଷ୍ଟ୍ରରେ ୭୫ଦିନ ପରେ ୫୦୦୦ରୁ ଅଧିକ ନୂଆ କରୋନା ସଂକ୍ରମଣ...

ଲକ୍‌ଡାଉନ ନୁହେଁ, ଗୋଷ୍ଠୀ ସଂକ୍ରମଣରୁ ମୁକ୍ତି ଜରୁରୀ

ମୁମ୍ବାଇ,୨୬।୪(ପିଟି): କରୋନା ମହାମାରୀକୁ ପ୍ରତିହତ କରିବାକୁ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ସବୁ ବନ୍ଦ ରହିଥିବାରୁ ଦେଶର ଅର୍ଥନୈତିକ ସ୍ଥିତି ମଧ୍ୟ...

ନିଯୁକ୍ତ ହେଲେ ପଞ୍ଜାବ କଂଗ୍ରେସର ନୂଆ ପ୍ରଭାରୀ

ଚଣ୍ଡିଗଡ଼,୨୨ ।୧୦: ରାଜସ୍ଥାନର କ୍ୟାବିନେଟ ମନ୍ତ୍ରୀ ହରିଶ ଚୌଧୁରୀଙ୍କୁ ପଞ୍ଜାବ ଓ ଚଣ୍ଡିଗଡ ପାଇଁ କଂଗ୍ରେସ ଦଳର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ...

ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…

ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ...

ମିଠା ଜହରର ପ୍ରଭାବ: କମ୍‌ ବୟସରେ ବୁଢ଼ା ହେଉଛନ୍ତି ଲୋକେ…

ଗଢ଼ଓ୍ବା, ୨୫।୮: ଝାଡ଼ଖଣ୍ଡର ଗଢ଼ଓ୍ବା ଅଞ୍ଚଳରେ ମିଠା ଜହରର ପ୍ରଭାବରେ ଲୋକେ କମ୍‌ ବୟସରେ ବୁଢ଼ା ହେବାରେ ଲାଗିଛନ୍ତି। ପାଣିରେ ଫ୍ଲୋରାଇଡ୍‌ର ମାତ୍ର ଅଧିକ ଥିବାରୁ...

ଇଦ୍‌-ଏ-ମିଲାଦ୍‌ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୦: ଆଜି ସମଗ୍ର ଦେଶରେ ମହମ୍ମଦଙ୍କ ଜନ୍ମଦିନ ଇଦ୍‌-ଏ-ମିଲାଦ୍‌ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ନେତା...

ଜାତିଗତ ଜନଗଣନା: ନୀତୀଶ କହିଲେ ଆଶା କରୁଛୁ ପ୍ରଧାନମନ୍ତ୍ରୀ ଆମ କଥା ରଖିବେ

ନୂଆଦିଲ୍ଲୀ,୨୩ ।୮: ଜାତିଗତ ଜନଗଣନାକୁ ନେଇ ସୋମବାର ବିହାରର ୧୦ ରାଜନୈତିକ ଦଳର ୧୧ ଜଣ ବଡ ବଡ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି...

Advertisement
Archives

Model This Week