୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ସୋନପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତ୍‌ସିଂହପୁର ଏବଂ କଟକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ବାଲେଶ୍ୱରରେ ୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧.୬, ପାରାଦୀପ ୨.୫, ଭୁବନେଶ୍ୱର ୦.୩, ଗୋପାଳପୁର ୦.୭ ଏବଂ ପୁରୀରେ ୭.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଆଟଲାଣ୍ଟିକ ମହାସାଗରରେ ଯୁଦ୍ଧ ପରିସ୍ଥିତି: ରୁଷିଆ ପତକା ଲାଗିଥିବା ତେଲ ଟ୍ୟାଙ୍କର୍‌କୁ ଜବତ କଲା ଆମେରିକା, ଏସ୍କଟ୍‌ କରୁଥିଲା ମସ୍କୋ! 

ଓ୍ବାଶିଂଟନ,୭।୧: ଭେନେଜୁଏଲା ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ଏବେ ଆଟଲାଣ୍ଟିକ ମହାସାଗରରେ ରୁଷୀୟ ପତାକାଯୁକ୍ତ ଏକ ତୈଳ ଟ୍ୟାଙ୍କର ‘ମାରିନେରା’କୁ ଜବତ କରିଛି। ଆମେରିକୀୟ...

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri