୬ ଦଫା ଦାବିରେ କେନ୍ଦୁପତ୍ର ଡିଭିଜନ ଅଫିସ ଆଗରେ ବିକ୍ଷୋଭ

କେନ୍ଦୁଝର,୩।୩(ସ୍ବ.ପ୍ର.): କେନ୍ଦୁଝର ସହର ଜୁଡ଼ିଆ ନିକଟରେ ଥିବା କେନ୍ଦୁପତ୍ର ଡିଭିଜନ ଅଫିସ ଆଗରେ ୬ ଦଫା ଦାବିରେ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଓ କର୍ମଚାରୀମାନେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତ୍ରୁଟିପୂର୍ଣ୍ଣ ଦରମା ଧାର୍ଯ୍ୟ ସଂଶୋଧନ, ଫଡ଼ି ସେକ୍ସନ ଉଚ୍ଛେଦ ବନ୍ଦ, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ହଟାଇବା ଓ କେନ୍ଦୁପତ୍ର ବିକ୍ରିନୀତି ଓ ପରିଚାଳନା ଗତ ତ୍ରୁଟି ସଂଶୋଧନ କରିବା ଆଦି ଦାବି ରହିଛି। ତୁରନ୍ତ ଦାବି ପୂରଣ କରା ନ ଗଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏଥିରେ ଶତାଧିକ ତୋଳାଳି, ବନ୍ଧେଇ କର୍ମଚାରୀ ଓ ଅନ୍ୟ କର୍ମଚାରୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri