୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ରୀନା ମହାନ୍ତିଙ୍କ ଘରେ ନିଆଁ ଲାଗି ଯାଇଥିଲା। ଖବର ପାଇ ବାସୁଦେବପୁର ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲା। ସେତେବେଳକୁ ଘରେ ଥିବା ଧାନ ଚାଉଳ, ନଗଦ ଟଙ୍କା ୫୦ ହଜାର ସମେତ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିଲା। ବିପନ୍ନ ଜଣକ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ

ବାସୁଦେବପୁର, ୫।୭(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ଅଟଳ ବିହାରୀ ହାଇସ୍କୁଲ ପରିସରରେ ଶୁକ୍ରବାର ବ୍ଲକସ୍ତରୀୟ ଦିବ୍ୟାଙ୍ଗ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୩୦...

ମଲାରପଦାରେ କାଳବୈଶାଖୀ: ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା

ପାଟଣା,୨୪ା୪(ସ୍ବ.ପ୍ର.) : କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମଲାରପଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗୁରୁବାର ବର୍ଷା ପବନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼...

ପ୍ରଶାସନ ଫୋକସ୍‌ରେ ଜିଲା ଚିକିତ୍ସାଳୟ

ଢେଙ୍କାନାଳ ଅଫିସ, ୭।୬ – ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ବିକାଶ ଏବଂ ଅତ୍ୟାବଶ୍ୟକ ସେବା ବ୍ୟବସ୍ଥା ଲାଗି ଯୋଜନା...

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ...

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ...

କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ

ପୁରୀ ଅଫିସ, ୪ା୮: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍‌ଡବ୍ଲ୍ୟୁ।...

ଭାଇରାଲ ହେଉଛି ସୁକାନ୍ତ, ପବିତ୍ରଙ୍କ କଣ୍ଠର ଯାଦୁ

ଖୋର୍ଦ୍ଧା ଅଫିସ,୧୯। ୯: ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ କାଇମାଟଆ ଗ୍ରାମର ସୁକାନ୍ତ ଓ ପବିତ୍ର ଭୋଇଙ୍କଠାରେ ରହିଛି ଅନନ୍ୟ ପ୍ରତିଭା। ସୁକାନ୍ତ ଗୀତ...

କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଯାଜପୁର ରୋଡ୍‌,୪ା୧୨(ନି.ପ୍ର.)- ଯାଜପୁର ରୋଡ୍‌ କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ ମଙ୍ଗଳବାର ଡ ପ୍ରିୟଙ୍କା ରେଡ୍ଡିଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ସୋଭାଯାତ୍ରା କରାଯାଇଛି। କିନ୍ନର...

Coronavirus Update


Archives

Model This Week

Why Dharitri