Posted inଖେଳ

୬ ବର୍ଷରେ ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ

ଅକ୍‌ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର ୨୭ ବଲରେ ବିସ୍ଫୋରକ ୫୪ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ଅର୍ଦ୍ଧଶତକୀୟ ଇନିଂସରେ ସାମିଲ ଥିଲା ୩ ଲେଖାଏ ଚୌକା ଓ ଛକା। ଗତ ୬ ବର୍ଷ ମଧ୍ୟରେ ଏହା ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ। ଅନ୍ତିମ ଥର ୨୦୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ୩୭ ବଲରେ ୬୨ ରନ୍‌ କରିଥିଲେ। ତେବେ କ୍ୟାରିୟରରେ ମୋଟ ଟି୨୦ କ୍ୟାରିୟରରେ ୫ ଥର ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଙ୍ଗରଙ୍କ ପୁଅକୁ ଟିପ୍ସ ଦେଲେ ଅରୁଣ

ମାଞ୍ଚେଷ୍ଟର,୨୬ା୬ (ପି.ଟି.)- ଭାରତୀୟ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନଙ୍କୁ ଟିପ୍ସ ଦେଇଛନ୍ତି ଟିମ୍‌ ଇଣ୍ଡିଆ ବୋଲିଂ କୋଚ୍‌ ଭରତ ଅରୁଣ।...

ସ୍ତ୍ରୀଙ୍କ ପାଇଁ ଦିନେ ବ୍ୟବସାୟୀଙ୍କୁ ପିଟିଥିଲେ, ଏବେ ମ୍ୟାଚ୍‌ ଫିକ୍ସିଂ ଜାଲରେ ଫଶିଲେ

ଢାକା,୩୦।୧୦: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାଂଲାଦେଶର ଅଧିନାୟକ ତଥା ବିଶ୍ୱର ୧ ନମ୍ବର ଅଲରାଉଣ୍ଡର ଶକିବ ଅଲ ହାସନଙ୍କୁ ୨ ବର୍ଷ ପାଇଁ ବାସନ୍ଦ...

ଅଲିମ୍ପିକ ସଂହତି ପାଣ୍ଠି କମିଟିରେ ଅଧୀପ

କଟକ ଅଫିସ,୩୦ା୫: ଇଣ୍ଡିଆନ ଅଲିମ୍ପିକ ଆସୋସିଏଶନ(ଆଇଓଏ)ର ଅଲିମ୍ପିକ ସଂହତି ପାଣ୍ଠି କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଓଡ଼ିଶାର ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଅଧୀପ ଦାସ।...

ଷ୍ଟିର୍ଲିଂ-ବାଲବିର୍ନିଙ୍କ ଦ୍ୱିଶତକୀୟ ଭାଗୀଦାରି: ଇଂଲଣ୍ଡ ବିପକ୍ଷରେ ଆୟର୍ଲାଣ୍ଡର ଦ୍ୱିତୀୟ ବିଜୟ

ସାଉଥାମ୍ପଟନ, ୬।୮- ଆୟର୍ଲାଣ୍ଡ ଏହାର ଏକଦିବସୀୟ କ୍ରିକେଟ ଇତିହାସରେ ଦ୍ୱିତୀୟଥର ପାଇଁ ଇଂଲଣ୍ଡକୁ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଓଲ ଷ୍ଟାଡିୟମରେ ଅନୁଷ୍ଠିତ ଏକ ହାଇସ୍କୋରିଂ...

ମାତ୍ର ୪ ବଲ୍‌ରେ ମ୍ୟାଚ୍‌ ଶେଷ, ମ୍ୟାଚ୍‌ର ସ୍କୋର ବୋର୍ଡ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୧୭।୩: କ୍ରିକେଟକୁ ଅନିଶ୍ଚିତତାର ଖେଳ କୁହାଯାଏ। ଏଠାରେ କିଛି ଅସମ୍ଭବ ନୁହେଁ। ପ୍ରତିଦିନ ରେକର୍ଡ ତିଆରି କରାଯାଏ ଏବଂ ଭାଙ୍ଗିଯାଏ, ଏମିତି ଆଶ୍ଚର୍ଯ୍ୟ ହୋଇଯାଇଥିଲେ କାରଣ...

ପରିଶ୍ରମର ଫଳ ମିଳିଛି

ଭୁବନେଶ୍ୱର, ୧୯।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ୯ମ ଆଥଲେଟ୍‌ଭାବେ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାରୁ ସ୍ବାଭାବିକଭାବେ ଖୁସି ଜାହିର କରିଛନ୍ତି ଜାତୀୟ ରେକର୍ଡଧାରିଣୀ ଭାରତୀୟ ସ୍ପ୍ରିଣ୍ଟ...

ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା

ରାଞ୍ଚତ୍, ୨୦।୧୦- ରୋହିତ୍‌ ଶର୍ମାଙ୍କ ନାମରେ ଆଉ ଏକ ରେକର୍ଡ ଯୋଡ଼ି ହୋଇଛି। କୌଣସି ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା ମାରିବାର ରେକର୍ଡର ଅଧିକାରୀ...

ଡିସେମ୍ବରରେ ଆୟୋଜନ ହେବ ଇଣ୍ଡିଆ ଓପନ୍‌: ୨୦୨୦ର ଅବଶିଷ୍ଟ କ୍ୟାଲେଣ୍ଡର ଘୋଷଣା କଲା ବିଡ଼ବ୍ଲ୍ୟୁଏଫ୍‌

ନୂଆଦିଲ୍ଲୀ,୨୨।୫(ପି.ଟି.): ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଭାବେ ପରିଗଣିତ ହେଉଥିବା ଇଣ୍ଡିଆ ଓପନ୍‌ ବ୍ୟାଟ୍ସମ୍ୟାନ ଟୁର୍ନାମେଣ୍ଟ ନୂଆ ତାରିଖ ଘୋଷଣା କରାଯାଇଛି। କୋଭିଡ-୧୯ ମହମାରୀ କାରଣରୁ ଏହି...

Advertisement
Archives

Model This Week