୬ ମାସ ମଧ୍ୟରେ ୧୨୦ ମହିଳାଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଉଥିଲେ ଏହି ବ୍ୟକ୍ତି, ଆଉ ତା’ପରେ

ବେଙ୍ଗାଲୁରୁ,୮।୧୧: କର୍ନାଟକରେ ଏକ ରୋଚକ ଘଟଣା ଘଟିଛି। ଗତ ୬ ମାସ ମଧ୍ୟରେ ୧୨୦ ମହିଳାଙ୍କ ସମେତ ୨୦୦ରୁ ଅଧିକ ଲୋକଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଜଣେ ୫୪ ବର୍ଷୀୟ ବ୍ୟକ୍ତି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିଛି। ଚିତ୍ରଦୁର୍ଗର ଚଲ୍ଲକେରେ ନିବାସୀ ରାମକୃଷ୍ଣ ନିଜର ନଗ୍ନ ଫଟୋ ପଠାଇଥିବା ଲୋକେ ତାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ସୂଚନା ଆଧାରରେ ତାଙ୍କୁ ଗିରଫ କରିଛି। ରାମକୃଷ୍ଣ ଅଜଣା ନମ୍ବର ସମସ୍ତଙ୍କୁ ଫଟୋ ପଠାଇଥିଲେ। ପୋଲିସ ନମ୍ବର ଟ୍ରକ୍‌ କରି ତାଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ପଚରାଉଚରାବେଳେ ରାମକୃଷ୍ଣ ନିଜ ଦୋଷ ସ୍ବୀକାର କରିଛନ୍ତି। ପୋଲିସ ସୂଚନା ଅନୁଯାୟୀ ରାମକୃଷ୍ଣ ଅଜଣା ବ୍ୟକ୍ତିଙ୍କୁ ମଧ୍ୟ ନିଜର ନଗ୍ନ ଫଟୋ ପଠାଇଥିଲେ। କେବଳ ଏତିକି ନୁହେଁ କିଛି ମହିଳାଙ୍କୁ ସେମାନଙ୍କ ଫଟୋ ମଧ୍ୟ ମାଗିଥିଲେ। ରାମକୃଷ୍ଣଙ୍କୁ ଗିରଫ କରାଯାଇ ୧୪ଦିନିଆ ରିମାଣ୍ଡରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନିର୍ବାଚନ: ୩୦ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୧୨ ।୩: ପଶ୍ଚିମବଙ୍ଗ ନିର୍ବାଚନର ହଟ୍ ସିଟ୍ ନନ୍ଦିଗ୍ରାମ ପାଇଁ ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭଜପା)ର ଶୁଭେନ୍ଦୁ ଅଧିକାରୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଦୁଇ...

ରାଜୀବ କୁମାର ଇସି ନିଯୁକ୍ତ

ନୂଆଦିଲ୍ଲୀ, ୨୨ା୮ : ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ଶୁକ୍ରବାର ନିର୍ବାଚନ କମିଶନର(ଇସି) ଭାବେ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ ୩୧ରେ କାର୍ଯ୍ୟଭାର ଗ୍ରହଣ...

ଉତ୍ତରାଖଣ୍ଡରେ ମୃତ୍ୟୁର ତାଣ୍ଡବ ଜାରି

ନୂଆଦିଲ୍ଲୀ,୧୯।୧୦: ଲଗାଣ ବର୍ଷା କାରଣରୁ ଉତ୍ତରାଖଣ୍ଡର ବିଭିନ୍ନ ଜିଲାରେ ଦେଖିବାକୁ ମିଳିଛି ମୃତ୍ୟୁର ତାଣ୍ଡବ। ପର୍ଯ୍ୟଟନ ସ୍ଥଳ ଭାବେ ଜଣାଶୁଣା ନେନିତାଲ ସମ୍ପୂର୍ଣ୍ଣ ରୂପେ ବାହ୍ୟ...

କ୍ଷମତା ପାଇଁ ଅର୍ଥ-ବାହୁବଳର ପ୍ରୟୋଗ କରୁଛି ଭାଜପା, କଂଗ୍ରେସର ଅଭିଯୋଗ…

ନୂଆଦିଲ୍ଲୀ, ୧।୭ : କଂଗ୍ରେସର ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ଏମ୍‌ପି ଜୟରାମ ରମେଶ ଭାଜପାକୁ ଟାର୍ଗେଟ କରିଛନ୍ତି। ମହାରାଷ୍ଟ୍ରରେ ଭାଜପା ଅଯଥାରେ କ୍ଷମତା ଦଖଲ...

ଦିଲ୍ଲୀ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ରାଜଧାନୀ ଦିଲ୍ଲୀରେ ହିଂସାତ୍ମକ ବିକ୍ଷୋଭର ଦିନକ ପରେ ଶନିବାର ଦିଲ୍ଲୀରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ଯବାନମାନେ ଫ୍ଲାଗମାର୍ଚ୍ଚ କରିଛନ୍ତି। ଶନିବାର ଦିଲ୍ଲୀର ଜାମିଆ...

ସିନେମା ପରି କାହାଣୀ: ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବିବାହ କରାଇଦେଲେ ସ୍ବାମୀ

ଛାପ୍ରା: ଚଳଚ୍ଚିତ୍ର ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’ର କାହାଣୀକୁ ଥରେ ମନେ ପକାନ୍ତୁ। ନାୟକ ଅଜୟ ଦେବଗନ ଏଥିରେ ସ୍ତ୍ରୀ ଐଶ୍ୱର୍ଯ୍ୟାଙ୍କୁ ତାଙ୍କ ପ୍ରେମିକ(ସଲମାନ୍‌...

‘କେଜ୍‌ରିଓ୍ବାଲଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର କରୁଛି ଭାଜପା’

ନୂଆଦିଲ୍ଲୀ,୨୬।୧୧(ପି.ଟି.): ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ନିର୍ବାଚନରେ ପରାଜୟ ଭୟରେ ଭାଜପା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ହତ୍ୟା କରିବା ଲାଗି...

ପରଲୋକରେ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର

ଉନ୍ନାଓ,୩୦।୧୧: ଉତ୍ତରପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାରେ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର ସିଂହ ମାଖିଙ୍କ ପରଲୋକ ଘଟିଛି।...

Advertisement
Archives

Model This Week