୬ ରାଜ୍ୟର ୬ଟି ଗ୍ରୀନ୍‌ଜୋନ୍‌ ଉପରେ ନଜର ରଖିବ ଡ୍ରୋନ୍‌

ନୂଆଦିଲ୍ଲୀ,୫।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି ସଂକ୍ରମଣ ଆଧାରରେ ବିଭିନ୍ନ ଅଞ୍ଚଳକୁ ରେଡ୍‌ ଜୋନ୍‌, ଅରେଞ୍ଜ୍‌ ଜୋନ୍‌ ଏବଂ ଗ୍ରୀନ୍‌ ଜୋନ୍‌ ଭାବେ ବର୍ଗୀକୃତ କରାଯାଇଛି। ଏପରିସ୍ଥଳେ ଗ୍ରୀନ୍‌ ଜୋନ୍‌ ଅଞ୍ଚଳରେ ଡ୍ରୋନ୍‌ ଦ୍ୱାରା ନଜର ରଖାଯିବା ପ୍ରସ୍ତାବକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ କରାଯାଇଛି। ୬ ରାଜ୍ୟର ୬ଟି ଗ୍ରୀନ୍‌ଜୋନ୍‌ ଉପରେ ଡ୍ରୋନ୍‌ ଦ୍ୱାରା ନଜର ରଖାଯିବ। ସେସବୁ ଗ୍ରୀନ୍‌ ଜୋନ୍‌ ମଧ୍ୟରେ ଆନ୍ଧ୍ରପ୍ରଦେଶର ନନ୍ଦୟାଲ, କର୍ନାଟକର ଟୁକୁମୁର, ମହାରାଷ୍ଟ୍ରର ସନସାଡେ, ରାଜସ୍ଥାନର ନିମରାନା, ତାମିଲନାଡୁର ଆରାନି ଏବଂ ପଶ୍ଚିମବଙ୍ଗର ଖରସା ରହିଛି। ଏସବୁ ଗ୍ରୀନ୍‌ ଜୋନ୍‌ର ୧୦ କିଲୋମିଟର ବ୍ୟାସ ମଧ୍ୟରେ ଡ୍ରୋନ୍‌ ଉଡ଼ିବୁଲିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ...

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ...

ଯୁଦ୍ଧର ପ୍ରଭାବ: ଭାରତର ଏକ ଲକ୍ଷ କୋଟି ରାଜସ୍ବ କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଯୋଗୁ ଭାରତ ଉପରେ ବଡ଼ ଧରଣର ପ୍ରଭାବ ଅନୁଭୁତ ହେବାର ଆଶଙ୍କା ରହିଛି। ଯୁଦ୍ଧ ଯୋଗୁ...

ପ୍ରତିରକ୍ଷା-ଶକ୍ତି-ସୁରକ୍ଷା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ୍‌ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ପୂର୍ବାହ୍ନରେ ଭେଟିଛନ୍ତି। ଏହି ଅବସରରେ ଆୟୋଜିତ ଏକ...

ସତ ଓଗାଳିଲା ଡବ୍ଲ୍ୟୁଏଚ୍‌ଓ: ‘ଭୂତାଣୁ ସମ୍ପର୍କରେ ପ୍ରଥମେ ଚାଇନା ସତର୍କ କରି ନ ଥିଲା’

ଜେନିଭା,୪।୭: ମହାମାରୀ କରୋନା ପ୍ରକୋପ ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଶେଷରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସତ ମାନିଛି। ଭୂତାଣୁ ନେଇ ଚାଇନା ଆମକୁ...

କଶ୍ମୀର ଦ୍ୱିପାକ୍ଷିକ ସମସ୍ୟା ଲାଗି ମଧ୍ୟସ୍ଥ ଲୋଡ଼ି ନାହାନ୍ତି ମୋଦି: ବୈଦେଶିକ ମନ୍ତ୍ରୀ ଦେଲେ ସଂକ୍ଷିପ୍ତ ଉତ୍ତର

ନୂଆଦିଲ୍ଲୀ,୨୩।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ଉପରେ ମଙ୍ଗଳବାର ସଂସଦର ଉଭୟ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଛି। ଏନେଇ ବୈଦେଶିକ...

କୋଭିଡ୍‌ ଟିକା ନ ବାହାରିବା ପର୍ଯ୍ୟନ୍ତ ମାସ୍କ ପିନ୍ଧନ୍ତୁ: ମୋଦି

ନୂଆଦିଲ୍ଲୀ,୨୬ା୬: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଥିବା ବେଳେ ଶୁକ୍ରବାର ୧୭,୨୯୬ଟି ନୂଆ କେସ୍‌ ରହିଛି। ଅନ୍ୟପକ୍ଷରେ ୧୫ ହଜାରରୁ ଊର୍ଦ୍ଧ୍ୱ କରୋନା...

ଆମେ ଛୋଟ ପିଲା ନୁହେଁ, ବିଭ୍ରାନ୍ତ ହୋଇଯିବୁ: ଓଓ୍ବେସି

ନୂଆଦିଲ୍ଲୀ,୨୫।୧୦: ନାଗରିକ ସଂଶୋଧନ ଆଇନକୁ ନେଇ ଆର୍‌ଏସଏସ ମୁଖ୍ୟ ମୋହନ ଭାଗବତଙ୍କ ବିବୃତିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଲ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ ମୁସଲିମିନ (ଆଇଏଏମଆଇଏମ) ଅଧ୍ୟକ୍ଷ...

Advertisement
Archives

Model This Week