୬ ହଜାର ୮ ଶହ ଟଙ୍କା ଜରିମାନା ଆଦାୟ

ବନ୍ତ,୪।୫(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ କଟକଣା ସମୟରେ ରବିବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ କିଛି ବ୍ୟକ୍ତି ଆଇନକୁ ଅମାନ୍ୟ କରି ୬ ହଜାର ୮ ଶହ ଟଙ୍କା ତଣ୍ଡ ଗଣିଥିବା ଜଣାଯାଇଛି। ବନ୍ତ ଥାନା ଛକ ଠାରେ ପୋଲିସ ପକ୍ଷରୁ ଚେକିଂ କରାଯାଇ ୩ ଜଣ ବାଇକ ଚାଳକଙ୍କ ଠାରୁ ୩ ହଜାର ଚାଲାଣ କଟାଯାଇଥିବା ବେଳେ ମାକ୍ସ ବ୍ୟବହାର କରି ନ ଥିବା ୫ ଜଣଙ୍କ ଠାରୁ ୧ ହଜାର ଜରିମାନା ଆଦାୟ କରାଯାଇଛି। ସେହିପରି କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ ଚେକିଂ କରାଯାଇ ମାକ୍ସ ବ୍ୟବହାର କରି ନ ଥିବା ୧୪ ଜଣଙ୍କ ଠାରୁ ୨ ହଜାର ୮ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲ ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri