୭ମ ରାଉଣ୍ଡ: ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୭ମ ରାଉଣ୍ଡ ସୁଦ୍ଧା ୭୫୩୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୧୫୩୧୧ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୭୭୭୮ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୫୯୫୮ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଜଙ୍ଗରେ ନୃସିଂହ, କାମାକ୍ଷାନଗରରେ ପ୍ରଫୁଲ୍ଲ ବିଜୟୀ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ଜିଲା କାମାକ୍ଷାନଗର ବିଧାନସଭା ଆସନରୁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବିଜୟୀ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଶତ୍ରୁଘ୍ନ ଜେନାଙ୍କୁ...

ଢେଙ୍କାନାଳରୁ ସୁଧୀର ବିଜୟୀ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସୁଧୀର କୁମାର ସାମଲ ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କୁ...

ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି।...

ବୈଜୟନ୍ତଙ୍କୁ ପଛରେ ପକାଇ ଆଗଉଛନ୍ତି ଅନୁଭବ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବୈଜୟନ୍ତଙ୍କ ପଣ୍ଡାଙ୍କଠାରୁ ୩୫,୯୩୧ ଭୋଟରେ ଆଗରେ ଅଛନ୍ତି ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି।...

ଭୋଟ ଦେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶନିବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ବେଳେ ଏବେ ମଧ୍ୟ ଜାରି ରହିଛି। ଭୋଟ ଦେଇ ବିଭିନ୍ନ...

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ...

ଆଜମ୍‌ ଖାନ୍‌ଙ୍କ ଉପରେ ପୁଣି ଅଙ୍କୁଶ: ୪୮ ଘଣ୍ଟା ପ୍ରଚାର ମନା

ନୂଆଦିଲ୍ଲୀ,୧ା୫(ପି.ଟି.):ସମାଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ଆଜମ୍‌ ଖାନ୍‌ଙ୍କ ନିର୍ବାଚନୀ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ମଙ୍ଗଳବାର ପୁଣିଥରେ ୪୮ ଘଣ୍ଟିଆ କଟକଣା ଜାରି...

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

Play 250+ Trending Games
Archives

Model This Week

Why Dharitri