Posted inରାଜ୍ୟ

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ ଜିଲାସ୍ତରୀୟ ତାଲିକା ପ୍ରସ୍ତୁତ ହୋଇସାରିଛି। ରାଜ୍ୟବ୍ୟାପୀ ତାଲିକା ଏବଂ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ଏବଂ ପ୍ରମୁଖ ସଚିବ ସୌରଭ ଗର୍ଗ ଗଣମାଧ୍ୟମକୁ ଅବଗତ କରାଇବେ ବୋଲି ଜଣାପଡିଛି। ସେହିପରି ଅଯୋଗ୍ୟ ହିତାଧିକାରୀଙ୍କଠାରୁ କିପରି ଶତପ୍ରତିଶତ ସହାୟତା ରାଶି ଫେରସ୍ତ କରାଯିବ, ସେ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ

ଖୋର୍ଦ୍ଧା ଅଫିସ,୧ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ୨୦୨୦-୨୧ ବ୍ୟାଚ୍‌ରେ ବିନା ଏନ୍‌ଇଇଟିରେ ୨ଜଣ ଛାତ୍ରୀଛାତ୍ର ଆୟୁର୍ବେଦ ଡାକ୍ତରୀ ପାଠ ପଢ଼ୁଥିବା ନେଇ ଏକ ଖବର...

କୋର୍ଟରେ ପ୍ରୋଟେଷ୍ଟ ପିଟିଶନ ଦାଖଲ

ଭୁବନେଶ୍ୱର,୮।୭(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ବର୍ଷେ ପରେ ବି କ୍ରାଇମବ୍ରାଞ୍ଚର ତଦନ୍ତ ଶେଷ ହୋଇନାହିଁ। ଏପରି କି କ୍ରାଇମବ୍ରାଞ୍ଚ ଆଦିତ୍ୟଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ...

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪...

ସୌରଚାଳିତ ଚକରେ ଗଢ଼ାହେଲା ମାଟିପାତ୍ର

ପୁରୀ ଅଫିସ, ୨୫।୭: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲା। ଏଥିରେ କୁମ୍ଭକାରମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲେ। କୁମ୍ଭାରପଡ଼ା, ଟିକରପଡ଼ା, ଜେନାପୁର ସମେତ...

କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ...

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ...

ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ

ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ...

ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌...

Advertisement
Archives

Model This Week