୭୦୦ ପରିବାରଙ୍କ ଦାୟିତ୍ୱ ନେଲେ ଅଜୟ ଦେବଗନ

କରୋନା ମୁକାବିଲାରେ ବଲିଉଡର ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ଅଭିନେତା ଅଜୟ ଦେବଗନ। ପୂର୍ବରୁ ସେ ଫିଲ୍ମ ଇଣ୍ଡଷ୍ଟ୍ରିର ଶ୍ରମିକମାନଙ୍କୁ ଆର୍ଥିକ ସାହାଯ୍ୟ କରୁଥିଲେ। ଏହାବ୍ୟତୀତ ସୋସିଆଲ ମିଡିଆରେ ଲୋକଙ୍କୁ ସଚେତନ ମଧ୍ୟ କରୁଥିଲେ। ବର୍ତ୍ତମାନ କରୋନା ମହାମାରୀ ଯୋଗୁ ଉପୁଜିଥିବା କଠିନ ପରିସ୍ଥିତିରେ ସେ ୭୦୦ ପରିବାରଙ୍କ ଦାୟିତ୍ୱ ନେଇଥିବା ଟୁଇଟ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ‘ଧାରାବୀ କୋଭିଡ-୧୯’ର କେନ୍ଦ୍ର ପାଲଟିଛି। ବହୁ ଲୋକ MCGM(municipal corporation of Greater Mumbai)ର ସାହାଯ୍ୟରେ ଦିନ ରାତି କାମ କରୁଛନ୍ତି। ବହୁ ଏନଜିଓ ମାଧ୍ୟମରେ ଲୋକଙ୍କ ପାଖରେ ରାଶନ ଓ ହାଇଜିନ କିଟ୍‌ ମଧ୍ୟ ପହଞ୍ଚାଯାଉଛି। ଆମେ ୭୦୦ ପରିବାରକୁ ସହାଯ୍ୟ କରୁଛୁ। ମଁୁ ଆପଣଙ୍କଠାରୁ ବି ଦାନର ଆଶା କରୁଛି। ଏଥିସହ ପ୍ରବାସୀଙ୍କୁ ଘରକୁ ପଠାଉଥିବା ଅଭିନେତା ସୋନୁ ସୁଦଙ୍କର ଟୁଇଟ୍‌ କରି ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ

ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ…

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?