Posted inଜାତୀୟ

୭୦ ଦିନ ପରେ କଶ୍ମୀର ଘାଟିରେ ବାଜିଲା ୪୦ଲକ୍ଷ ଫୋନ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବାର ଦୀର୍ଘ ୭୦ ଦିନ ପରେ ସୋମବାରରୁ ଘାଟିରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମୋବାଇଲ ସେବା ଆରମ୍ଭ ହୋଇଛି। ଏହି ସବୁ ଫୋନ ପୋଷ୍ଟପେଡ ଥିବା ଜଣାପଡ଼ିଛି। ଏବେ କେବଳ ମୋବାଇଲରେ କୋଲିଂ ସୁବିଧା ଆରମ୍ଭ କରାଯାଇଛି। ଇଣ୍ଟରନେଟ ସେବା ପାଇଁ ଲୋକଙ୍କୁ ଆହୁରି କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ। ଏହାପରେ ପ୍ରିପେଡ ସେବା ଉପରେ ମଧ୍ୟ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି। ରାଜ୍ୟସରକାର ଦୁଇ ଦିନ ପୂର୍ବରୁ ପୋଷ୍ଟପେଡ ସେବା ଉପରେ ପ୍ରତିବନ୍ଧକ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଦେଶର ବଡ଼ ସହରରେ ଆତ୍ମଘାତୀ ବିସ୍ଫୋରଣ ପାଇଁ ଅଲ୍‌ କାଏଦାର ଧମକ…

ନୂଆଦିଲ୍ଲୀ, ୮।୬ : ମହାପୁରୁଷ ମହମ୍ମଦଙ୍କ ବିଷୟରେ ଦିଆଯାଇଥିବା ବିବାଦୀୟ ମନ୍ତବ୍ୟ ପରେ ଆତଙ୍କବାଦୀ ସଂଗଠନ ଅଲ୍‌ କାଏଦା ଭାରତର ବିଭିନ୍ନ ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ...

ଆଜିଠୁ ଲାଲକିଲ୍ଲା ବନ୍ଦ

ନୂଆଦିଲ୍ଲୀ,୨୧।୭: ସ୍ବାଧୀନତା ଦିବସ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ସାଧାରଣ ନାଗରିକଙ୍କ ପାଇଁ ଲାଲକିଲ୍ଲା ଆଜିଠୁ ବନ୍ଦ ରହିଛି। ଜୁଲାଇ ୨୧ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଲାଲକିଲ୍ଲା...

ଫଡନବିଶଙ୍କୁ ଭେଟିଲେ ସଞ୍ଜୟ, କହିଲେ ଆମେ ଶତ୍ରୁ ନୁହେଁ

ମୁମ୍ବାଇ,୨୭ ।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧିନ ଦଳ ମହାବିକାଶ ଅଘାଡି ସରକାରର ସ୍ଥିରତାକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି ।...

୯,୩୯୪ କୋଟି ଠକେଇରେ ଟିଡିପି ନେତା

ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼...

କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ

ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ...

ରାଜ୍ୟ ସଭାରେ ସଙ୍କଟରେ କଂଗ୍ରେସ, ୧୭ ରାଜ୍ୟରୁ କେହି ନାହାନ୍ତି ପ୍ରତିନିଧି…

ନୂଆଦିଲ୍ଲୀ, ୪।୪ : ବିଧାନସଭା ନିର୍ବାଚନରେ ପରାଜୟ ପରେ ଏବେ ରାଜ୍ୟ ସଭାରେ କଂଗ୍ରେସ ପାଇଁ ଏକ ସଙ୍କଟ ପରିସ୍ଥିତି ଉପୁଜିଛି। ଆସନ୍ତା ରାଜ୍ୟ ସଭା...

ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍‌

ନୂଆଦିଲ୍ଲୀ,୨୨।୨: ଭାରତୀୟ ମିଡ଼ିଆର ବହିର୍ବ୍ୟାପାର ପ୍ରସଙ୍ଗ ଉପରେ ଦୃଷ୍ଟି ରଖୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ପାକିସ୍ତାନ ହାଇକମିଶନ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ...

Advertisement
Archives

Model This Week