୭୦ ଦିବ୍ୟାଙ୍ଗ ପାଇବେ କୃତ୍ରିମ ଅଙ୍ଗ

ପୁରୀ ଅଫିସ, ୪।୧୧: ପୁରୀ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କୁ ସବୁ ପ୍ରକାର ସହାୟତା ଯୋଗାଇବାକୁ ଜିଲା ପ୍ରଶାସନ ତରଫରୁ ଆରମ୍ଭ ହୋଇଛି ‘ପ୍ରଫୁଲ୍ଲ ଯୋଜନା’। ଏହି ଯୋଜନାରେ ନୂତନ ଭାବରେ ଚିହ୍ନଟ ହୋଇଥିବା ୭୦ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ ଲାଗି ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଛି। ଏଥିଲାଗି ଗତ ଅଗଷ୍ଟ ୨୦ରେ ସଂସ୍କୃତି ଭବନରେ ଦିବ୍ୟାଙ୍ଗଙ୍କ କୃତ୍ରିମ ଅଙ୍ଗ ମାପ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗ୍ୟ ବିବେଚିତ ହୋଇଥିବା ଦିବ୍ୟାଙ୍ଗମାନେ ଏହି କୃତ୍ରିମ ଅଙ୍ଗ ପାଇବେ। ଏହି କୃତ୍ରିମ ଅଙ୍ଗ ବିତରଣ କ୍ୟାମ୍ପ ନଭେମ୍ବର ୭ତାରିଖ ପୂର୍ବାହ୍ନ ୧୦ଟାରେ ସମୁଦ୍ରକୂଳ ଥାନା ସମ୍ମୁଖ ସଦ୍‌ଭାବନା ଗୃହଠାରେ ଅନୁଷ୍ଠିତ ହେବ। ଯୋଗ୍ୟ ହିତାଧିକାରୀ ସୂଚିତ ସମୟ ଓ ସ୍ଥାନରେ ପହଞ୍ଚିବା ପାଇଁ ଜିଲା ସମାଜ ସୁରକ୍ଷା ଅଧିକାରୀ ତ୍ରିନାଥ ପାଢ଼ୀ ଜଣାଇଛନ୍ତି। ଏ ସମ୍ପର୍କରେ ଅଧିକ ସୂଚନା ପାଇଁ ହିତାଧିକାରୀମାନେ ମୋବାଇଲ ନଂ. ୯୪୩୯୦୭୬୯୬୬କୁ ଯୋଗାଯୋଗ କରିପାରିବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?