୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍‌

ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍‌ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି। ୧୯୫୦ରେ ଜନ୍ମିତ ଠାକୁର ଲେଖାପଢା ଓ ଶିଖିବାରେ କୌଣସି ବୟସ ନ ଥାଏ ବୋଲି ପ୍ରମାଣ କରିଛନ୍ତି। ରାଞ୍ଚି ୟୁନିଭର୍ସିଟିରୁ ଏବେ ସେ କେବଳ ମାଷ୍ଟର୍ସ ଡିଗ୍ରୀ ହାସଲ କରିନାହାନ୍ତି ବରଂ ୨୦୧୭-୧୯ ବ୍ୟାଚ୍‌ରେ ୟୁନିଭର୍ସିଟି ଟପ୍ପର୍‌ ହୋଇଛନ୍ତି। ପରୀକ୍ଷାରେ ସେ ୮୩ ପ୍ରତିଶତ ନମ୍ବର ରଖିଛନ୍ତି। ୩୦ ସେପ୍ଟେମ୍ବରରେ ହେବାକୁ ଥିବା ୟୁନିଭର୍ସିଟିର ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ରାମନାଥ କୋଦିନ୍ଦଙ୍କଠାରୁ ସ୍ବର୍ଣ୍ଣ ପଦକ ଗ୍ରହଣ କରିବେ। ବିହାରର ଖଗଡିଆରେ ରହୁଥବା ଠାକୁର ୧୯୭୭ରେ ଘାଘରା ସରକାରୀ ହାଇସ୍କୁଲରେ ସହକାରୀ ଶିକ୍ଷକ ଭାବେ ଯୋଗ ଦେଇ ୨୦୧୦ରେ  ଅବସର ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri