Posted inଜାତୀୟ

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି। ଏନେଇ ସରକାର ଦୃଢ ପଦକ୍ଷେପ ନେବା ଆବଶ୍ୟକ। ଦେଶର ଅର୍ଥବ୍ୟବସ୍ଥା ସୁଧାରିବାକୁ ହେଲେ ଘରୋଇ କ୍ଷେତ୍ରରେ ପୁଞ୍ଜି ନିବେଶ କରିବାକୁ ପଡିବ। ନଚେତ୍‌ ଦେଶରେ ଘୋର ଆର୍ଥିକ ସଙ୍କଟ ଦେଖାଦେବ ବୋଲି ସେ ମତ ଦେଇଛନ୍ତି। ୨୦୦୯-୧୪ରେ ବେଲଗାମ ଋଣ ଦିଆଯାଇଥିବାରୁ ଦେଶରେ ଏଭଳି ଖରାପ ଅର୍ଥବ୍ୟବସ୍ଥା ଆସିଛି ବୋଲି ରାଜୀବ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri