୭୦ ହଜାର ବର୍ଷ ତଳେ ମଧ୍ୟ ଅନ୍ତିମ ସଂସ୍କାର କରୁଥିଲା ମଣିଷ

ବାଗଦାଦ୍‌,୧୯।୨: ମଣିଷ ଅନ୍ତିମ ସଂସ୍କାର କରିବା ପରମ୍ପରା କେତେ ପୁରାତନ ସେ ନେଇ ତର୍କ ଜାରି ରହିଛି। ସମ୍ପ୍ରତି ଇରାକରୁ ମିଳିଥିବା ନିଅନଡର୍ଥାଲ୍‌ ଯୁଗର ଏକ ମାନବ କଙ୍କାଳରୁ ପ୍ରମାଣିତ ହୋଇଛି। ଏହି କଙ୍କାଳ ୭୦ ହଜାର ବର୍ଷ ପୁରୁଣା ହେବ ବୋଲି କାର୍ବନ ଡାଟିଂରୁ ଜଣାପଡ଼ିଛି। କଙ୍କାଳ ନିକଟରେ କେତେକ ବ୍ୟବହାର ଉପଯୋଗୀ ଦ୍ରବ୍ୟ ମଧ୍ୟ ରହିଛି। ଯାହାକି ପରବର୍ତ୍ତୀ ସମୟରେ ଅନ୍ତିମ ସଂସ୍କାର ବେଳେ ମୃତକଙ୍କ ସହିତ ମାଟିରେ ପୋତି ଦେବାର ପରମ୍ପରା ଭାବେ ପାଳିତ ହେଉଥିଲା। ବାଗଦାଦ୍‌ଠାରୁ ୫୦୦ ମାଇଲ୍‌ ଦୂରରେ ଥିବା ଶାନିଦାର ଗୁମ୍ଫାରୁ ଏହି କଙ୍କାଳ ମିଳିଛି। କଙ୍କାଳ ଜଣେ ବୟସ୍କ ବ୍ୟକ୍ତିଙ୍କର ବୋଲି ପ୍ରତ୍ନତତ୍ତ୍ୱବିତ୍‌ ପ୍ରଫେସର ଗ୍ରାଇମି ବାର୍କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ ହବି

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ପାଇଁ ଏବେ ସମସ୍ତେ ଭିଡ଼ିଓ କନ୍‌ଫରେନ୍ସିଂ କଲ୍‌ ଉପରେ ନିର୍ଭରଶୀଳ। ଏ ସମୟରେ ଜୁମ୍‌ ବମ୍ବିଂରେ ଜଣେ ବ୍ୟକ୍ତି ଜୋକର ଭଳି ପୋଷାକ...

କଦଳୀରେ କାରିଗରି

କଦଳୀ କେବଳ ଖାଇବା ପାଇଁ ନୁହେଁ ଏଥିରେ ସୁନ୍ଦର କଳାକୃତି ବି କରାଯାଇପାରେ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଫିଲିପାଇନ୍ସର ଗ୍ରାଫିକ ଡିଜାଇନର୍‌ ହନି। ସେ...

ସୀମା ଟପିଲେ ଟ୍ରମ୍ପ୍‌: ଟେକିବାକୁ ଯାଇ କହିଲେ,ମୋଦି ଭାରତର ଜନକ

ନ୍ୟୁୟର୍କ,୨୫-୯:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବାକୁ ଯାଇ ମର୍ଯ୍ୟାଦାର ସୀମା ଟପିଯାଇଛନ୍ତି। ୭୪ତମ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)...

ଏମିତି ଗାଁ, ଯେଉଁଠି ରାଖୀ ବାନ୍ଧିବା ଅଶୁଭ

ଲକ୍ଷ୍ନୌ: ରକ୍ଷାବନ୍ଧନ ପର୍ବକୁ ନେଇ ସାରା ଦେଶରେ ଉତ୍ସାହ ଭରି ରହିଥିବା ବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ଏହି ପର୍ବ ପାଳନକୁ ଅଶୁଭ...

ମୋଦି-ଟ୍ରମ୍ପ୍‌ଙ୍କ ସେଲ୍ଫି ନେଇଥିବା ଏହି ବାଳକ ଜଣଙ୍କ କିଏ ଜାଣନ୍ତି କି

ହ୍ୟୁଷ୍ଟନ୍‌,୨୩।୯: ଆମେରିକାର ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। ଉଭୟଙ୍କ...

ଦିଲ୍ଲୀରୁ ଚୋରି କରି ବିହାରରେ ବାଣ୍ଟୁଥିଲେ ଟଙ୍କା, ସୁନାଗହଣା: ଧରାପଡ଼ିବା ପରେ..

ନୂଆଦିଲ୍ଲୀ: ହରିଶ୍ଚନ୍ଦ୍ରଙ୍କୁ ଦାନବୀର ବୋଲି କୁହାଯାଏ। ହେଲେ ଦିଲ୍ଲୀରେ ଏଭଳି ଜଣେ ଚୋର ଧରାପଡ଼ିଛନ୍ତି, ଯାହାଙ୍କୁ ଦାନବୀରଙ୍କଠାରୁ କମ୍‌ ନୁହେଁ ବୋଲି କୁହାଯାଉଛି। କଥାଟି ସିନେମା...

ଆସାମର କାଜିରଙ୍ଗାରେ ଦେଖିବାକୁ ମିଳିଲା ଏମିତି ବାଘ, ଫଟୋ ଭାଇରାଲ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନରେ ଦେଶର ପ୍ରଥମ ତଥା ଏକମାତ୍ର ଗୋଲଡେନ୍‌ ଟାଇଗର ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ବର୍ତ୍ତମାନ ଏହି ବାଘର ଫଟୋ ଖୁବ...

ଛୁଆଙ୍କୁ ଆକଟ କଲେ ଦଣ୍ଡ: କାଠଗଡ଼ାକୁ ଟଣାହେବେ

ଟୋକିଓ: ଅନୁଶାସନ ପାଇଁ ଜନ୍ମକଲା ପିଲାଙ୍କୁ ଦଣ୍ଡ ଦେବା ଅତି ସାଧାରଣ କଥା। ପାଠପଢ଼ିବା ହେଉ ଅବା ସଂସ୍କାରବାଦୀ ଚିନ୍ତାଧାରା ପାଇଁ ପ୍ରତି ଘରେ ଶିଶୁଙ୍କ...

Advertisement


Archives

Model This Week