୭୨ଘଣ୍ଟାରେ ୨୬୨୬ଜଣ ପଞ୍ଜୀକୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସରକାରଙ୍କ ପକ୍ଷରୁ ବିଦେଶାଗତଙ୍କ ରେଜିଷ୍ଟ୍ରେଶନ ପାଇଁ କରାଯାଇଥିବା ପୋର୍ଟାଲରେ ଗୁରୁବାର ଅପରାହ୍ନ ୨ଟା ସୁଦ୍ଧା ୨୬୨୬ଜଣ ପଞ୍ଜୀକୃତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଥିବା ୧୦୪ ନଂକୁ ୧୨ହଜାରରୁ ଅଧିକ କଲ୍‌ ଆସିଛି ବୋଲି ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।
ବାଗ୍‌ଚୀ ଅଧିକ ସୂଚନା ଦେଇ କହିଛନ୍ତି, ରାଜ୍ୟର ୬୭୯୮ ପଞ୍ଚାୟତରେ ମେମ୍ବରମାନଙ୍କ ମିଟିଂ ହୋଇଛି। ସେଠାରେ ୨ଲକ୍ଷ ୩୭ହଜାର ମେମ୍ବରଙ୍କୁ ସେନ୍ସଡାଇଜ୍‌ କରାଯାଇଛି। ଏଥିସହ ଶୀଘ୍ର ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବା ଲାଗି ୭୧୭୬ ମେଡିକାଲ କ୍ୟାମ୍ପ ପ୍ରସ୍ତୁତ ହେଉଛି। ସାମାଜିକ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଗତ ୪୮ ଲକ୍ଷ ୩୮ ହଜାର ୫୪୮ଜଣ ହିତାଧିକାରୀଙ୍କୁ ୪ ମାସର ପେନସନ୍‌/ଭତ୍ତା ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ପୁରୀ ଏସ୍‌ପି

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ପୁରୀ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ସମ୍ବଲପୁର ଏସ୍‌ପି ଥିବା କେ. ବିଶାଳ ସିଂଙ୍କୁ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି।...

କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ଅନୁଗୋଳ ଅଫିସ, ୨।୧୧ ତୈଳ, ରନ୍ଧନ ଗ୍ୟାସ୍‌ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ମୂଲ୍ୟ ବୃଦ୍ଧିର ଜୋରଦାର ପ୍ରତିବାଦ କରିଛି ଅନୁଗୋଳ ବିଜୁ ମହିଳା...

ଆଜି କାମଚଳା ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ବିଧାନସଭାରେ ବୁଧବାର କାମଚଳା ବଜେଟ୍‌ ଆଗତ ହେବ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାମଚଳା ବଜେଟ୍‌ ଉପସ୍ଥାପନ କରିବେ...

ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି

ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ...

ଜଳିଗଲା ୪ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଯାଜପୁର ଅଫିସ,୧୩ା୬: ଯାଜପୁର ଜିଲା ପ୍ରୀତିପୁର ପଞ୍ଚାୟତର ଗୁଡ଼ିଆସାହିସ୍ଥିତ ବଳରାମ ସାହୁଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଘରର...

୨ ଆକ୍ରମଣକାରୀ ଦୋଷୀ ସାବ୍ୟସ୍ତ

ଶେରଗଡ଼,୧୭ା୭(ଡି.ଏନ.ଏ.)- ଶେରଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଖାରାଣୀ ନାୟକ ମାଡ଼ ମାରିବା ଓ ବ୍ଲେଡରେ ଆକ୍ରମଣ କରିବା ନେଇ ଏକ ମାମଲାଣ ଶୁଣାଣି...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ: ଟର୍ଚ୍ଚ ଲାଇଟ୍‌ରେ ଚିକିତ୍ସା ଅଭିଯୋଗ

କାମାକ୍ଷାନଗର,୨୭ା୧୨ (ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା କିପରି ଚାଲିଛି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟରେ ଜେନେରେଟର ଓ...

Advertisement
Archives

Model This Week