୭୨ବର୍ଷ ପରେ ଭୁର୍ଷିବାଂଜି ଗାଁରେ ଜଳିଲା ବିଜୁଳି

ଖପ୍ରାଖୋଲ, ୧୦ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଭୁର୍ଷିବାଂଜି ଗାଁରେ ବିଜୁଳି ଆଲୁଆ ମଙ୍ଗଳବାର ଜଳିଛି ା ଗ୍ରାମବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି । ସ୍ବାଧୀନତାର ୭୨ ବର୍ଷ ପରେ ଏହି ଗାଁ ଲୋକ ବିଜୁଳି ଆଲୁଅ ଦେଖିଛନ୍ତି। ଗ୍ରାମବାସୀ ଅନେକ ଥର ରାଜନୈତିକ ବ୍ୟକ୍ତି, ଜିଲାପାଳ, ଉପଜିଲାପାଳ, ବ୍ଲକ ପ୍ରଶାସନ ପାଖରେ ଜଣାଇଥିଲେ। ଏ ନେଇ ଧରିତ୍ରୀରେ ବିଜୁଳି ଆଲୁଆ ଦେଖି ନାହାନ୍ତି ଭୁର୍ଷିବାଂଜି ଗ୍ରାମବାସୀ ଶୀର୍ଷକ ଖବର ଗତ ଫେବ୍ରୁୟାରୀ ୧ ତାରିଖରେ ପ୍ରକାଶିତ ହୋଇଥିଲା । ଏହା ପରେ ପ୍ରଶାସନିକ ସ୍ତରରେ ତପତ୍ରତା ପ୍ରକାଶ ପାଇବା ସହ ଏନଟିପିସିର ଏକ ପ୍ରତିନିଧି ଦଳ ଗାଁରେ ପହଞ୍ଚିଥିଲେ । ସେହିପରି ତିନି ମାସ ତଳେ ବଲାଙ୍ଗୀର ପିଡି ଡିଆରଡିଏ ଡା. ମହେଶ୍ୱର ସ୍ବାଇଁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନା, ଜିଲା ପରିଷଦ ସଭ୍ୟ ବିପ୍ର ବିଶି, ସତ୍ୟନାରାୟଣ ଭୋଇ ପ୍ରମୁଖ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ପଚାରି ବୁଝିଥିଲେ ା ଏହା ପରେ ବିଦ୍ୟୁତୀକରଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଥିଲା। ବିଦ୍ୟୁତ ସଂଯୋଗ ସମୟରେ ଏନ୍‌ଟିପିସିର ଇଂ.ରଶ୍ମିରଞ୍ଜନ ଦାଶ, ଇଂ.ନିହାର ରଞ୍ଜନ ସାହୁ, ଇଂ.ବିଶ୍ୱରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲ ମେହେର

ବଲାଙ୍ଗୀର ଅଫିସ,୧୨ା୩: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ପୂର୍ବରୁ...

ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା:  ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି...

ରିଟେଲ ପଏଣ୍ଟ ଚିହ୍ନଟକୁ ନେଇ ଅସନ୍ତୋଷ: ୪, ୭ ୮୯ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ ଚାଉଳ

ନାଉଗାଁ, ୧୦ା୪(ସ୍ବ.ପ୍ର.): କରୋନା ଯୋଗୁ ସ୍କୁଲ ପିଲାଙ୍କୁ ୩ମାସର ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି। ଅଭିଭାବକ ପିଲାଙ୍କ ଟୋକନ ବିଦ୍ୟାଳୟରୁ...

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା...

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା...

ମଦ ଦୋକାନ ଖାତା ପତ୍ର ଯାଞ୍ଚ କଲେ ଅଧିକାରୀ

ଖଇରା, ୮।୬(ଡି.ଏନ.ଏ.)-ଜିଲା ଅବକାରୀ ବିଭାଗ ଓ ଖଇରା ରାଜସ୍ବ ବିଭାଗ ତରଫରୁ ମିଳିତ ଭାବେ ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଖଇରା ଓ କୁପାରୀ...

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଅଟକ

ଦାରିଙ୍ଗବାଡ଼ି,୨୩।୯(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳର ଜଣେ ଟ୍ୟୁଶନ ଶିକ୍ଷକ ଜଣେ ନାବାଳିକା ଛାତ୍ରୀ (ସପ୍ତମ ଶ୍ରେଣୀ)ଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ଅଞ୍ଚଳରେ...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି ।...

Advertisement
Archives

Model This Week