୭୩% ହ୍ରାସ ପାଇଛି ସୁନା ଆମଦାନୀ

ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩ ବର୍ଷ ଭିତରେ ସୁନା ଆମଦାନୀ ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଅଗଷ୍ଟରେ ଦେଶରେ ମାତ୍ର ୩୦ ଟନ ସୁନା ଆମଦାନୀ କରାଯାଇଥିବା ବେଳେ ଗତବର୍ଷ ଏହି ସମୟରେ ଏହା ୧୧୧.୪୭ ଟନ ଥିଲା। ଅନ୍ୟପକ୍ଷରେ ସୁନା ଆମଦାନୀକୁ ହ୍ରାସ କରିବା ଲାଗି ସରକାର ଏହା ଉପରେ ଆମଦାନୀ ଶୁଳ୍କ ବଢ଼ାଇଛନ୍ତି। ସୁନା ଦର ଗତ ୬ବର୍ଷର ରେକର୍ଡ ସ୍ତରରେ ପହଞ୍ଚତ୍ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହେବ ଅଟୋ, ଗୃହ ଋଣ;ବ୍ୟାଙ୍କଗୁଡ଼ିକୁ ମିଳିବ ୭୦ ହଜାର କୋଟି

ନୂଆଦିଲ୍ଲୀ,୨୪-୮: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୭୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜି ଉପଲବ୍ଧତା ବୃଦ୍ଧି ସହ ଋଣ ପ୍ରଦାନ କ୍ଷମତାକୁ...

ଏସ୍‌ବିଆଇ ମହିଳା ସଂଘ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ଭୁବନେଶ୍ୱର,୩୦ ।୪: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ମହିଳା ସଂଘ ଭୁବନେଶ୍ୱର ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି। କୋଭିଡ୍‌-୧୯ ଯୋଗୁ ଫସି ରହିଥିବା ଲୋକଙ୍କ ଲାଗି...

୬୬ବର୍ଷରେ ପାଦ ଦେଲେ ମୁକେଶ ଅମ୍ବାନି

ମୁମ୍ବାଇ,୧୯।୪: ମୁକେଶ ଅମ୍ବାନି। ବାସ ନାମ ହିଁ ଯଥେଷ୍ଟ। ଏହି ନାମର କୌଣସି ପରିଚୟର ଆବଶ୍ୟକତା ନାହିଁ। ଧିରୁଭାଇ ଅମ୍ବାନିଙ୍କ ପୁଅ ଭାବେ ମୁକେଶ ଏବେ...

ଅକ୍ଟୋବରରେ ୫.୫ ଲକ୍ଷ ନିଯୁକ୍ତି କମିଲା

ନୂଆଦିଲ୍ଲୀ: କରୋନା ମହାମାରୀ ନିୟନ୍ତ୍ରଣ କରିବା ଲାଗି ସରକାର ଜାରି କରିଥିବା ଲକ୍‌ଡାଉନ କଟକଣା ବର୍ତ୍ତମାନ କୋହଳ ହେଉଛି। ଫଳରେ ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ସୁଧାର...

୪ଜି ସ୍ପିଡ୍‌ରେ ଜିଓ ୧ ନମ୍ବର

ନୂଆଦିଲ୍ଲୀ,୧୬।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ସହ ଅପ୍‌ଲୋଡ୍‌ ସ୍ପିଡ୍‌ରେ ମଧ୍ୟ ୧ ନମ୍ବର ସ୍ଥାନ ହାସଲ...

୧୨ରୁ ବିଭିନ୍ନ ସହରରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ

ନୂଆଦିଲ୍ଲୀ,୧୧।୭: ଭାରତୀୟ ରେଳ ପକ୍ଷରୁ ପଶ୍ଚିମ ଭାରତର ରେଳଯାତ୍ରୀଙ୍କ ସୁବିଧାକୁ ନଜରରେ ରଖି ଗୁଜୁରାଟ, ରାଜସ୍ଥାନ ଓ ଜାମ୍ମୁକାଶ୍ମୀର ଭଳି ଅନେକ ସହରରେ ସ୍ପେଶାଲ ଟ୍ରେନ୍‌...

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୫।୧୧:ଭାରତୀୟ ଶେୟାର ବଜାରର କାରବାର ପୁଣି ଥରେ ଶିଖରରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ ଦିବସର କାରବାର ଅର୍ଥାତ୍‌ ଗୁରୁବାର ସେନ୍‌ସେକ୍ସ ୭୬୨.୧୦ ପଏଣ୍ଟ...

୫%କୁ ଖସିବ ଜିଡିପି

ନୂଆଦିଲ୍ଲୀ,୮-୧: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ସରକାର ଜିଡିପିର ପ୍ରଥମ ଆଗୁଆ ପୂର୍ବାନୁମାନ ମଙ୍ଗଳବାର ଜାରି କରିଛନ୍ତି। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ପକ୍ଷରୁ ପ୍ରକାଶ ପାଇଥିବା...

Advertisement
Archives

Model This Week