୭୫ ଯୁବତୀଙ୍କୁ ଡେଟିଂ ପରେ ନେହାଙ୍କୁ ବିବାହ କରିଥିଲେ ଅଙ୍ଗଦ

ବଲିଉଡ୍‌ ଅଭିନେତା ଅଙ୍ଗଦ ବେଦୀ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ମସିହା ଫେବୃୟାରୀ ୬ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ବିଶେନ ସିଂ ବେଦୀ ଭାରତର ଜଣେ ପ୍ରସିଦ୍ଧ କ୍ରିକେଟ ଖେଳାଳି ଥିଲେ। ପିତା କ୍ରିକେଟର୍‌ ଥିବା ସତ୍ତ୍ୱେ ଅଙ୍ଗଦ ଅଭିନୟରେ କ୍ୟାରିୟର ଆରମ୍ଭ କରିଥିଲେ। ୨୦୧୮ରେ ସେ ଅଭିନେତ୍ରୀ ନେହା ଧୁପିଆଙ୍କୁ ଲୁଚିଛପି ବିବାହ କରିଥିଲେ। ନେହାଙ୍କୁ ବିବାହ ପୂର୍ବରୁ ସେ ୭୫ ଜଣ ଯୁବତୀଙ୍କୁ ଡେଟିଂ କରିଥିଲେ ବୋଲି ନିକଟରେ ଖୁଲାସା କରିଛନ୍ତି ଅଙ୍ଗଦ। ଏଥିମଧ୍ୟରେ ନିଜ ବୟସଠୁ ବଡ ଯୁବତୀ ସାମିଲ ଥିଲେ। କୌଣସି ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କ ଅଧିକ ଦିନ ତିଷ୍ଠି ପାରୁ ନ ଥିଲା। ନେହାଙ୍କୁ ବିବାହ କରିବା ପୂର୍ବରୁ ତାଙ୍କୁ ଏକଥା ଜଣାଇଥିଲି। ଏହାଶୁଣି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ବୋଲି ଅଙ୍ଗଦ କହିଛନ୍ତି। ଆଗାମୀ ଫିଲ୍ମ ‘ଗୁଞ୍ଜନ ସକ୍ସେନା’ରେ ସେ ଜାହ୍ନବୀ କପୁରଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ଏନ୍‌ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ।…

ଶ୍ରାବଣ ସୋମବାରରେ ତିନି ରାଜ୍ୟରୁ ଆସିଲେ ଭକ୍ତ, ସ୍ଥାନୀୟ ଯୁବକଙ୍କ ପକ୍ଷରୁ ନିଆଗଲା ବଡ଼ ପଦକ୍ଷେପ

କଲ୍ୟାଣସିଂହପୁର, ୩।୮(ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଐତିହାସିକ ଦେବଗିରି ଶୈବପୀଠ ଉତ୍ସବମୁଖର ହୋଇଉଠିଛି। ହାତୀ…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ,ଜାସନ ତାଙ୍କର…

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri