୭୬୧ ଜଣଙ୍କ ସ୍ବାବ୍‌ ନମୁନା ସଂଗୃହୀତ

ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା ୨୧୯ ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ଏହାଛଡ଼ା ବାଇଁଶିରିଆ ପଞ୍ଚାୟତରୁ ୧୮୩ ଜଣ ଓ ଉଦୟନାଥପୁର ପଞ୍ଚାୟତରୁ ୩୫୦ଜଣଙ୍କ ସ୍ବାବ୍‌ ନମୁନା ମେଡିକାଲ ଟିମ୍‌ ପକ୍ଷରୁ ସଂଗ୍ରହ କରାଯାଇଛି। ଏତଦ୍‌ବ୍ୟତୀତ ସୁରତରୁ ଗତ ୨ ତାରିଖରେ ନିକଟସ୍ଥ ଅନ୍ୟାସୀପୁର ପଞ୍ଚାୟତକୁ ଫେରି ସଂଗରୋଧରେ ଥିବା ୯ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାବ ସଂଗ୍ରହ ସମୟରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. କୌଶିକ ପାତ୍ର, ଜିନତ ଦାସ, ଭାଗ୍ୟଶ୍ରୀ ଜେନା, କୈଳାସ ଚନ୍ଦ୍ର ପତି, ସ୍ବାସ୍ଥ୍ୟକର୍ମୀ ମୁକୁନ୍ଦ ନାୟକ, ପ୍ରଶାନ୍ତ କୁମାର ସ୍ବାଇଁ, ମନୋରଞ୍ଜନ ପୋଥାଳ, ମାନଗୋବିନ୍ଦ ଦାମଲ, ରମାକାନ୍ତ ବାରିକ, ଧୀରେନ ସାହୁ, ଯଶୋଲିନ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ରିପୋର୍ଟ ଆସନ୍ତା ୨-୩ ଦିନ ମଧ୍ୟରେ ଆସିବ ବୋଲି ଡା. ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri