Posted inଜାତୀୟ

୭୬ ଘଣ୍ଟା ଖାଦ୍ୟ ପ୍ରସ୍ତୁତ କରି ରେକର୍ଡ କଲେ ଲତା

ଭୋପାଳ,୭।୯: ମଧ୍ୟ ପ୍ରଦେଶ ରିବା ଅଞ୍ଚରରେ ଥିବା ସେଫ୍‌ ଲତା ଟଣ୍ଡନ ଦୀର୍ଘ ୭୬ ଘଣ୍ଟା ଧରି ରୋଷେଇ କରିବା ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସେ ଏହି ୭୬ଘଣ୍ଟା ମଧ୍ୟରୁ ମାତ୍ର ୪ ଘଣ୍ଟା ବିଶ୍ରାମ ନେଇଥିବା କୁହାଯାଇଛି। ରେକର୍ଡ ନିଶାରେ ସେ ଏମିତି କରୁଥିବା ଜଣାପଡିଛି। ତେବେ ଲତାଙ୍କ କାମ ଦେଖିବାକୁ ଏସିଆ ବୁକ୍‌ ଅଫ୍‌ ରେକର୍ଡ ଓ ଇଣ୍ଡିଆ ବୁକ୍‌ ଅଫ ରେକର୍ଡର କେତେଜଣ କର୍ମକର୍ତ୍ତା ଉପସ୍ଥିତ ଥିବା ଜଣାପଡିଛି। ଏହାପରେ ସେ ୭୮ ଘଣ୍ଟା ଧରି ଖାଦ୍ୟ ପ୍ରସ୍ତୁତ କରିବେ ବୋଲିଲକ୍ଷ୍ୟ ରଖିଥିବା କହିଛନ୍ତି। ଏଥିପାଇଁ ସେ ଦୀର୍ଘଦିନ ହେବ ନିଜକୁ ପ୍ରସ୍ତୁତ କରୁଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣା ଏକ ଡ୍ରାମା: ମମତା

କୋଲକାତା,୧୦ ।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଗତ ୩ ଦିନ ହେବ ପ୍ରଦର୍ଶନ ଜାରି ରଖିଥିଲା...

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର...

ମନ୍ଦିର ଖୋଲିବା ନେଇ ବାକ୍‌ଯୁଦ୍ଧ

ମୁମ୍ବାଇ/ନୂଆଦିଲ୍ଲୀ,୧୪ା୧୦: କରୋନା ଲକ୍‌ଡାଉନ ଯୋଗୁ ବନ୍ଦ ଥିବା ମନ୍ଦିରଗୁଡ଼ିକୁ ଖୋଲିବା ନେଇ ମହାରାଷ୍ଟ୍ରରେ ମଙ୍ଗଳବାର ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ...

‘ୟୁପି କେବଳ, ଦେଶରେ ନୁହେଁ ଅଷ୍ଟ୍ରେଲିଆରେ ହୋଇଛି ପ୍ରଶଂସିତ’

ଲକ୍ଷ୍ନୌ,୧୬।୭: ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭାଜପା ନିଜର ମିଶନ ଆରମ୍ଭ କରିଦେଇଛି। ପ୍ରଧାନମନ୍ତ୍ରୀଙ୍କ ବାରଣାସୀ ଗସ୍ତ ପରେ ଭାଜପା...

୩୪ ବର୍ଷ ପରେ ବଦଳିଲା ଭାରତର ଶିକ୍ଷାନୀତି: ସ୍କୁଲ, କଲେଜ ବ୍ୟବସ୍ଥାରେ ହେଲା ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୭: ଭାରତରେ ପ୍ରଥମ ଥର ପାଇଁ ୩୪ ବର୍ଷ ପରେ  ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ମୋଦି ସରକାର ଏହି ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।...

ଶ୍ରମ ଆଇନରେ ପରିବର୍ତ୍ତନ : ଘଣ୍ଟାକୁ ଶହେ ବର୍ଷ ପଛକୁ ଘୁଞ୍ଚାଇଦେବ

ନୂଆଦିଲ୍ଲୀ,୨୧ା୫: କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ଓ ଜନବିରୋଧୀ ସ୍ବେଚ୍ଛାଚାରୀ ପଦକ୍ଷେପ ଏବଂ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଶ୍ରମ ଆଇନରେ କରାଯାଇଥିବା ପରିବର୍ତ୍ତନର ପ୍ରତିବାଦରେ ୧୦...

Advertisement


Archives

Model This Week