୭୬.୮୦ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୧୭।୪ : ଡଲାର ତୁଳନାରେ ଟଙ୍କା ଲଗାତର ଖସୁଥିବା ନଜରକୁ ଆସିଛି। ଗୁରୁବାର ମଧ୍ୟ ଏହି ଧାରା ଲାଗି ରହିଛି। ଏହି ସମୟରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୩୬ ପଇସା ଖସିବା ଯୋଗୁ ଏହା ରେକର୍ଡ ନିମ୍ନ ସ୍ତର ୭୬.୮୦ଟଙ୍କାକୁ ଖସିଯାଇଛି। ଟଙ୍କା ଗୁରୁବାର ୭୬.୭୫ ସ୍ତରରୁ କାରବାର ଆରମ୍ଭ କରିଥିଲା। କିଛି ସମୟ ପରେ ଏଥିରେ ୩୬ ପଇସା ହ୍ରାସ ଦେଖାଯିବା ସହ ୭୬.୮୦ ପ୍ରତି ଡଲାରରେ ବନ୍ଦ ରହିଛି। ଘରୋଇ ଶେୟାର ବଜାରରେ ହ୍ରାସ ଏବଂ କରୋନା ସଂକ୍ରମଣ ଯୋଗୁ ବଜାରରେ ଉପୁଜିଥିବା ଖରାପ ଅବସ୍ଥା ପାଇଁ ଟଙ୍କା ମୂଲ୍ୟରେ ଏଭଳି ହ୍ରାସ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ଆକ୍ଟ , କୋଇଲା ଖଣି କ୍ଷେତ୍ର ନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ମାଇନ୍ସ ଆଣ୍ଡ ମିନେରାଲ୍ସ ଡେଭଲପମେଣ୍ଟ ରେଗୁଲେସନ ଆକ୍ଟ(ଏମ୍‌ଏମ୍‌ଡିଆର୍‌) ଏବଂ କୋଲ୍‌ ମାଇନ୍ସ( ସ୍ପେଶିଆଲ ପ୍ରୋଭିଜନ) ନିୟମରେ ପରିବର୍ତ୍ତନକୁ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ କରାଯାଇଛି।...

ପୁନରୁଦ୍ଧାର କାର୍ଯ୍ୟରେ ଏନ୍‌ଟିପିସି

ଭୁବନେଶ୍ୱର,୧୨-୫ : ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟରେ ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ପକ୍ଷରୁ ୫୦୦ କୁଶଳୀ ଶ୍ରମିକ ନିୟୋଜିତ ହୋଇଛନ୍ତି। ପ୍ରମୁଖ ସ୍ଥାନରେ ବିଜୁଳି...

ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ମିଳିଛି ମାତ୍ର ୩ କୋଟି ସବ୍‌ସିଡି

  ନୂଆଦିଲ୍ଲୀ,୨୩-୭: ଗୁଜରାଟ, କର୍ନାଟକ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ୨୦୧୮-୧୯ରେ ନିଜ ରାଜ୍ୟର ମତ୍ସ୍ୟଜୀବୀଙ୍କୁ ସର୍ବାଧିକ ସବ୍‌ସିଡି ପ୍ରଦାନ କରିଛନ୍ତି। ତେବେ ଓଡ଼ିଶା ଏହାର ମତ୍ସ୍ୟଜୀବୀଙ୍କୁ...

ପିଏମ୍‌ କେୟାର୍ସ ପାଣ୍ଠିକୁ ଓ୍ବିପ୍ରୋ, ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେଶନ ଦେଲା ୧୧୨୫ କୋଟି

ନୂଆଦିଲ୍ଲୀ, ୨-୪: କୋଭିଡ୍‌ ମୁକାବିଲା ଲାଗି ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେଶନ ଏବଂ ଓ୍ବିପ୍ରୋ ମିଳିତ ଭାବେ ୧୧୨୫ କୋଟି ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଇଛି।...

କାର ଜିତିଲେ ବଜାର କୋଲକତାର ଭାଗ୍ୟଶାଳୀ ବିଜେତା

କଟକ,୧-୭: ପ୍ରମୁଖ ରିଟେଲ ଚେନ୍‌ ବଜାର କୋଲକତାର ଭାଗ୍ୟଶାଳୀ ଗ୍ରାହକ ଭାବେ କଟକର ପ୍ରାଣକୃଷ୍ଣ ଭୋଇ ଏକ ରେନୋ କ୍ୱିଡ କାର ଜିତିବାକୁ ସକ୍ଷମ ହୋଇଛନ୍ତି।...

ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ରାଜନଙ୍କ ପରାମର୍ଶ

ମୁମ୍ବାଇ: ଘରୋଇ ବଜାରରେ ଅନାଦାୟ ଋଣ (ଏନ୍‌ପିଏ) ବ୍ୟାଙ୍କଗୁଡିକ ଲାଗି ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟା ସହ ବ୍ୟାଙ୍କଗୁଡିକ ଜୁଝୁଥିବା...

ଏସ୍‌ଇଜେଡ୍‌ ସଂସ୍ଥାଙ୍କ ଅନୁପାଳନ ନିୟମ କୋହଳ

  ନୂଆଦିଲ୍ଲୀ,୩୧। ୩: ଲକ୍‌ଡାଉନ ପ୍ରଭାବରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଏହାବାଦ୍‌ କେତେକ ଜରୁରିକାଳୀନ ସେବା ଅଳ୍ପ କିଛି କର୍ମଚାରୀଙ୍କ ସହାୟତାରେ...

ହ୍ୟୁଣ୍ଡାଇର ନୂଆ କନେକ୍‌ଟେଡ ଏସ୍‌ୟୁଭି ‘ଭେନ୍ୟୁ’

ଭୁବନେଶ୍ୱର,୨୩-୫: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ କନେକଟେଡ ଏସ୍‌ୟୁଭି ଭେନ୍ୟୁ ବଜାରକୁ ଆସିଛି। ଏହା କମ୍ପାନୀର ପ୍ରଥମ ସ୍ମାର୍ଟ ମୋବିଲିଟି ସଲ୍ୟୁଶନ୍ସ ହୋଇଥିବା...

Advertisement
Archives

Model This Week