୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି ସାଢ଼େ ୮ଟା ଯାଏ ରାଜ୍ୟର ୭ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୟାଗଡ଼, କେନ୍ଦୁଝର, କନ୍ଧମାଳ, ବୌଦ୍ଧ ଏବଂ ଢୋଙ୍କାନାଳରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri