୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ

ରାଜନଗର,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି ରାଜନଗର ବଜାର ପରିକ୍ରମା କରିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କା ଘର ଆବଣ୍ଟନରେ ଦୁର୍ନୀତି, ଇନ୍ଦିରା ଆବାସ ଶାସକ ଦଳର କର୍ମୀଙ୍କୁ ପ୍ରଦାନ, ଉପଯୁକ୍ତ ହିତାଧିକାରୀଙ୍କୁ ରାଶନ କାର୍ଡ ପ୍ରଦାନ ଆଦି ୭ ଦଫା ଦାବିନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜିଲା କଂଗ୍ରେସ କମିଟି ସଭାପତି ଚିନ୍ମୟ ବେହୁରା, ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ କରୋନା: ଆଜି ଚିହ୍ନଟ ହେଲେ ୮ ଆକ୍ରାନ୍ତ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପୁଣି ୮ଟି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗୀମାନଙ୍କ ମଧ୍ୟରେ ବାଲିମେଳା ବିଜ୍ଞାପିତ ଅଞ୍ଚଳର ଚାରିଜଣ ହୋଇଥିବା ବେଳେ...

ମଦ ବୋତଲ ଭାଙ୍ଗି ମଦ ଦୋକାନ ମ୍ୟାନେଜରଙ୍କୁ ଆକ୍ରମଣ ଓ ଟଙ୍କା ଲୁଟ : ୨ଗିରଫ

ଦେବଗଡ଼,୩।୧୨(ଡି.ଏନ.ଏ)- ମଦ ଦେବାରେ ବିଳମ୍ବ ହେବାରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ଥିବା ବିଦେଶୀ ମଦ ଦୋକାନରେ ମଦ ବୋତଲ ଭାଙ୍ଗି ମ୍ୟାନେଜରଙ୍କୁ...

ଏସ୍‌ପିଙ୍କ ନିର୍ଦ୍ଦେଶ ପରେ ଜବରଦଖଲ ହଟିଲା

ଆସିକା,୧୮ା୧୦ (ଡି.ଏନ୍‌.ଏ.)- ଆସିକା ସରକାରୀ ଡାକ୍ତରଖାନା ସଂଲଗ୍ନ ବାଣୀବିହାର କଲ୍ୟାଣ ମଣ୍ଡପ ଠାରୁ ଡାକ୍ତରଖାନା ପାଚେରୀ ଯାଏ ଜବରଦଖଲକୁ ଗୁରୁବାର ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି।...

ତମ୍ବା ପଇସାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ

ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...

ବ୍ୟବଚ୍ଛେଦ ପୂର୍ବରୁ ପୁଣି ମୃତଦେହରେ କ୍ଷତ ନେଇ ବିବାଦ:ମେଡିକାଲ ପରିସରରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୩।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରେ କ୍ଷତ ନେଇ ସୋମବାର ମେଡିକାଲ ପରିସରରେ ଚାପା...

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି...

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ...

Advertisement


Archives

Model This Week