୭ ବର୍ଷ ଦଣ୍ଡ ବ୍ୟବସ୍ଥା ନ ଥିବା ଅପରାଧର ଅଭିଯୁକ୍ତଙ୍କୁ ଗିରଫ କରନାହିଁ: ହାଇକୋର୍ଟ

କଟକ ଅଫିସ,୫।୫- ଅପରାଧୀଙ୍କୁ ଗିରଫ କରିବାକୁ ତରବର ନ ହେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଯେଉଁ ଅପରାଧର ଦଣ୍ଡବିଧାନ ୭ ବର୍ଷ କିମ୍ବା ତଦୁର୍ଦ୍ଧ ଥିବ, କେବେଳ ସେହି ଅପରାଧର ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ କୁହାଯାଇଛି। ଏକ ଜନସ୍ବାର୍ଥ ମାମଲାର ବିଚାରକରି ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ ଚିତ୍ତରଂଜନ ଦାସ ଏବଂ ଜଷ୍ଟିସ ସଞ୍ଜୟ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ । ଆସନ୍ତା ଜୁନ ୧୮ ତାରିଖ ସୁଦ୍ଧା ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିକାରି ଓ ଭୋକିଲାଙ୍କୁ ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୪।୪: ୪୮ ଘଣ୍ଟିଆ ଶଟଡାଉନ ସମୟରେ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ପୌରପାଳିକା ପକ୍ଷରୁ ନିକଟରେ ବନ୍ତ ଛକ ବସ...

ବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍‌ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍‌ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି...

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଯାଜପୁର ଟାଉନ,୨୫ା୧(ଡି.ଏନ.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଏକ ସର୍ବଦଳୀୟ ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅତିରିକ୍ତ...

ବସଲାରେ ୩୩ ହାତୀ, ଲୋକେ ଭୟଭୀତ

ଅନୁଗୋଳ ଅଫିସ,୨୫ା୧୧: ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗ୍ରାମରେ ହାତୀପଲ ଆତଙ୍କ ଖେଳାଇ ଦେଇଛନ୍ତି। ବ୍ୟାପକ ଫସଲ ନଷ୍ଟ କରିବା ସହ ଆକ୍ରମଣ କରିବାକୁ...

ରାଜ୍ୟସ୍ତରୀୟ ଡ. ହରେକୃଷ୍ଣ ଜୟନ୍ତୀ: ଗୁଆଝରରେ ୫୧ ପାଇକ ଆଖଡ଼ା ଦଳ

ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ୍‌.ଏ.): ବୁଧବାର ଡ. ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗୁଆଝରରେ ରାଜ୍ୟର ୫୧ ପାଇକ ଆଖଡା ଦଳ ସେମାନଙ୍କର ସମରକଳା ପ୍ରଦର୍ଶନ...

ଠିକା ସଂସ୍ଥାର ମନମୁଖୀ କାମରେ ଲୋକେ ଅତିଷ୍ଠ

ସୁନାବେଡ଼ା/ସେମିଳିଗୁଡ଼ା, ୨୪।୩ (ସ୍ବ.ପ୍ର.): ସୁନାବେଡ଼ା ପୌର ପରିଷଦ ଅଧୀନରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ତଥା ପୌର ପ୍ରଶାସନର ଅବହେଳା ଯୋଗୁ ହଇରାଣ ହେଉଛନ୍ତି ସାଧାରଣ ଜନତା।...

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌...

ଦେଶୀମଦ ଜବତ, ଜଣେ ଗିରଫ

ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଭଗବାନପୁର ଗ୍ରାମର ଏକ ଗ୍ରୋସରୀ ଦୋକାନରୁ ଗୁରୁବାର ସନ୍ଧ୍ୟାରେ ବୁଗୁଡ଼ା ପୋଲିସ ପାଟ୍ରୋଲିଂ ଟିମ୍‌ ଚଢ଼ାଉ କରି ୯ ଲିଟର ଦେଶୀ...

Advertisement
Archives

Model This Week