୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ

ବର୍ଲିନ୍‌, ୧୨।୧: ଜର୍ମାନ୍‌ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍‌ ଅକରଙ୍କ ପେଟିଂ ବିକ୍ରି ହେବା ପରେ ସେ ରାତାରାତି ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। ଲୋକେ ତାଙ୍କୁ ପ୍ରିସ୍କୁଲ୍‌ ପିକାସୋ ବୋଲି ଡାକୁଛନ୍ତି। ସେ ଜର୍ମାନୀର ଷ୍ଟାର ଫୁଟବଲ ତାରକା ମୈନୁଅଲ ନୋୟରଙ୍କ ପେଟିଂ କରିଥିଲେ। ଏହାକୁ ଦର୍ଶକ ବେଶ୍‌ ପ୍ରଶଂସା କରିଥିଲେ। ପେଟିଂ ବିକ୍ରିରୁ ମିଳିଥିବା ଟଙ୍କା ଦାତବ୍ୟ ଅନୁଷ୍ଠ।ନକୁ ଦାନ କରାଯିବ ବୋଲି ତାଙ୍କ ପିତା କେରମ୍‌ ଅକର ସୂଚନା ଦେଇଛନ୍ତି। ମିଖାଇଲ୍‌ ୪ ବର୍ଷ ବୟସରୁ ପେଟିଂ କରିବା ଆରମ୍ଭ କରିଥିଲେ। ଏବେ ତାଙ୍କର ପେଟିଂ ଅନ୍ତର୍ଜାତୀୟସ୍ତରରେ ବେଶ୍‌ ଖ୍ୟାତି ହାସଲ କରି ପାରିଛି। ୨୦୧୭ଠାରୁ ସେ ବିଭିନ୍ନ ଅନ୍ତର୍ଜାତୀୟ ପ୍ରତିଯୋଗୀତା ଏବଂ ପେଟିଂ ପ୍ରଦର୍ଶନୀରେ ଯୋଗ ଦେବା ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ଇନଷ୍ଟାଗ୍ରାମ୍‌ରେ ମିଖାଇଲ୍‌ଙ୍କର ୪୭ହଜାର ଫଲୋଅର୍ସ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…

ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ...

ଆକ୍ରମଣ ସ୍ଥିତିରେ ତାଇଓ୍ବାନର ସୁରକ୍ଷା କରିବେ ଆମେରିକା ସୈନ୍ୟ: ବାଇଡେନଙ୍କ ଚେତାବନୀ…

ଓ୍ବାଶିଂଟନ, ୧୯।୯ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ଚାଇନ ଆକ୍ରମଣ କଲେ ଆମେରିକାର ସୈନ୍ୟ ତାଇୱାନକୁ ରକ୍ଷା କରିବେ। ରବିବାର ଏକ...

ଆହୁରି ଶକ୍ତିଶାଳୀ ହେବେ ଜିନ୍‌ପିଙ୍ଗ୍‌

ବେଜିଂ, ୧୬।୧୦: ଚାଇନାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଶି ଜିନ୍‌ପିଙ୍ଗ୍‌ଙ୍କୁ ମନୋନୀତ ହେବା ନିମନ୍ତେ ସମର୍ଥନ ଦେବା ପାଇଁ କମ୍ୟୁନିଷ୍ଟ ପାର୍ଟି ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛି।...

ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି...

ରାଗିଗଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ରଖିଲେ ଏମିତି ସର୍ତ୍ତ

ଇସଲମାବାଦ,୧୨।୫: କରୋନା ଏବଂ ଆର୍ଥିକ ସଙ୍କଟ ସହ ଲଢୁଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣି ଥରେ କଶ୍ମୀର ମାମଲାକୁ ନେଇ ରାଗିଯାଇଛନ୍ତି। ଇମ୍ରାନ ଖାନ...

ଗୋଟିଏ ଗୁଜବ ପାଇଁ ୯ ବର୍ଷ ଧରି ଖାଲି ପଡ଼ିଛି ପ୍ରଧାନମନ୍ତ୍ରୀଙ୍କ ହାଉସ୍‌

ଟୋକିଓ,୨।୫: ପ୍ରତ୍ୟେକ ଦେଶର ପ୍ରଧାନମନ୍ତ୍ରୀ ହାଉସ୍‌ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ଦେଶର ଲୋକମାନେ ଭାବନ୍ତି ଏହା ଭିତର କେମିତି ତିଆରି ହୋଇଛି, କେମିତି ଦେଖିବାକୁ, କ’ଣ...

ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗର ସନ୍ଧାନ

ଇସଲାମାବାଦ,୨୦।୩: ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗ ପଥର ସନ୍ଧାନ ମିଳିଛି। ଲାହୋର ଦୁର୍ଗର ମରାମତି ସମୟରେ ସୁଡ଼ଙ୍ଗକୁ ଦେଖି କାମକରୁଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।...

ପାକିସ୍ତାନରେ ଏବେ ଏଚ୍‌ଆଇଭି ଭୟ

ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍‌ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା...

Advertisement
Archives

Model This Week