Posted inଜାତୀୟ

୭ ମହିଳାଙ୍କୁ ଟୁଇଟର ଆକାଉଣ୍ଟ ହସ୍ତାନ୍ତର କଲେ ମୋଦି

ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ତାଙ୍କ ଟୁଇଟର ଆକାଉଣ୍ଟକୁ ୭ ଜଣ ମହିଳାଙ୍କୁ ହସ୍ତାନ୍ତର କରିଛନ୍ତି। ଏମାନେ ଏହି ଆକାଉଣ୍ଟ ମାଧ୍ୟମରେ ସେମାନଙ୍କ ଜୀବନଯାତ୍ରାର କଥା ଦିନ ତମାମ ଶେୟାର କରିବେ ବୋଲି ମୋଦି କହିଛନ୍ତି। ଏହି କ୍ରମରେ ମୋଦିଙ୍କ ଟୁଇଟର ଆକାଉଣ୍ଟରେ ପ୍ରଥମେ ସ୍ନେହା ମୋହନ ଦାସ ଟୁଇଟ୍‌ କରିଥିବା ଦେଖାଯାଇଛି। ସ୍ନେହା ଏକ ଭିଡିଓ ଟୁଇଟ୍‌ କରି ଲେଖିଛନ୍ତି, ସେ ଏକ ଫୁଡ ବ୍ୟାଙ୍କର ସଂସ୍ଥାପିକା। ଦେଶରେ କେହି ଭୋକିଲା ନ ରହୁ ଭାବି ସେ ଏହି ଫୁଡ୍‌ ବ୍ୟାଙ୍କ ଆରମ୍ଭ କରିବା କଥା ଚିନ୍ତା କରିଥିଲେ। ତାଙ୍କର ଏହି ପ୍ରୟାସ ଫଳରେ ଏବେ ଦେଶରେ ପ୍ରାୟ ୧୮ଟି ଫୁଡ୍‌ ବ୍ୟାଙ୍କ ପ୍ରତିଷ୍ଠା ହୋଇପାରିଥିବା ସେ କୁହନ୍ତି। ତେବେ ସ୍ନେହାଙ୍କ ମା’ ଯେତେବେଳେ ତାଙ୍କ ଜେଜେଙ୍କ ଜନ୍ମଦିନରେ ଛୋଟ ଛୋଟ ପିଲାମାନଙ୍କୁ ଡାକି ଖାଇବାକୁ ଦିଅନ୍ତି, ତାହା ସେତେବେଳେ ତାଙ୍କ ନଜରକୁ ଆସିଥିଲା। ମାଆଙ୍କ କାମକୁ ଆଗକୁ ବଢାଇବାକୁ ଚିନ୍ତା କରି ସେ ଏହି ଫୁଡ୍‌ ବ୍ୟାଙ୍କ ଆରମ୍ଭ କରିଥିବା କୁହନ୍ତି। ଏଥିପାଇଁ କାମ କରୁଥିବା ସ୍ବେଚ୍ଛାସେବୀମାନେ ଲୋକଙ୍କଠାରୁ କଞ୍ଚା ପରିବା ସଂଗ୍ରହ କରି ଏହାକୁ ରୋଷେଇ କରି ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତି ବୋଲି ସେ କୁହନ୍ତି। ଏତଦ୍‌ ବ୍ୟତୀତ ଯେଉଁମାନଙ୍କର ଅଧିକ ଖାଦ୍ୟ ବଳକା ରହିଯାଇଥାଏ, ସେମାନେ ମଧ୍ୟ ଫୁଡ୍‌ ବ୍ୟାଙ୍କକୁ ଖାଦ୍ୟ ଦାନ କରି ଦେଇଥାଆନ୍ତି। ଏବେ ଦେଶ ବାହାରେ ଅର୍ଥାତ୍‌ ଦକ୍ଷିଣ ଆଫ୍ରିକାରେ ମଧ୍ୟ ଏମିତି ଏକ ଫୁଡ୍‌ ବ୍ୟାଙ୍କ ଖୋଲିଥିବା କୁହନ୍ତି ସ୍ନେହା।


Enter your email to get our daily news in your inbox.

All Right Reserved By Dharitri.Com

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri