୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ

ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା ହରିଣ ମାଂସ ଓ ଚମଡ଼ା ଜବତ କରାଯାଇଥିବା ସାତକୋଶିଆ ଡିଏଫ୍‌ଓ ରାମାସ୍ବାମୀ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୪ ପୁରୁଷ ଥିବା ବେଳେ ୩ ମହିଳା ଶିକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?