Posted inଜାତୀୟ

୭ ହଜାର କୋଟିର ବ୍ୟାଙ୍କ ଠକେଇ: ୧୫ ରାଜ୍ୟର ୧୮୭ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୫।୧୧: ବ୍ୟାଙ୍କରେ ହୋଇଥିବା ୭ ହଜାର କୋଟି ଟଙ୍କାର ଠକେଇ ପାଇଁ ସିବିଆଇ ପକ୍ଷରୁ ୧୫ ରାଜ୍ୟର ୧୮୭ ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ୟାଙ୍କ ଦୁର୍ନୀତି ନେଇ ୩୫ଟି ମାମଲା ରୁଜୁ ହୋଇଥିଲା। ତଥ୍ୟ ହାସଲ ଲାଗି ସିବିଆଇ ପକ୍ଷରୁ ଆନ୍ଧ୍ରପ୍ରଦେଶ, ଚଣ୍ଡିଗଡ଼, ଦିଲ୍ଲୀ, ଗୁଜରାଟ, ହରିୟାଣା, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ସେହିପରି ପଞ୍ଜାବ, ତାମିଲନାଡୁ, ତେଲେଙ୍ଗାନା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଦାଦର ନାଗର ହବେଲି ଆଦିର ବହୁ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସଙ୍ଗୀତକୁ ଅପମାନ: ମମତାଙ୍କ ବିରୋଧରେ ଜାରି ହେଲା ସମନ

ନୂଆଦିଲ୍ଲୀ,୨।୨: ଜାତୀୟ ସଙ୍ଗୀତକୁ ଅପମାନିତ କରିଥିବା ଅଭିଯୋଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ମହାନଗର ନିଗମ ମାଜିଷ୍ଟ୍ରେଟ୍‌ କୋର୍ଟ ମମତାଙ୍କୁ...

ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲେ କରେ ଜ୍ୟୋତିରାଦିତ୍ୟ

ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି...

ରାସ୍ତା ଉପରେ କଲେଜ ଛାତ୍ରୀଙ୍କୁ ଛୁରା ମାଡ଼ କଲେ ପ୍ରେମିକ

ଚେନ୍ନାଇ,୨୩।୯: କଲେଜ ଯାଉଥିବା ବେଳେ ଜଣେ ୨୧ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ଛୁରି ଭୁଷି ହତ୍ୟା କରିଛନ୍ତି। ଚେନ୍ନାଇର ତାମ୍ବାରାମ ରେଲଓ୍ବେ ଷ୍ଟେଶନ ବାହାରେ...

ମିସ୍‌ ୟୁନିଭର୍ସ ଟାଇଟେଲ୍‌ ଜିତି ଇତିହାସ ରଚିଥିବା ହରନାଜ୍‌ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ

ଜେରୁଜେଲମ୍‌,୧୩।୧୨: ଅଭିନେତ୍ରୀ-ମଡେଲ ହର୍‌ନାଜ୍‌ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍‌ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ...

ଉତ୍ତରାଖଣ୍ଡରେ ମୃତ୍ୟୁର ତାଣ୍ଡବ ଜାରି

ନୂଆଦିଲ୍ଲୀ,୧୯।୧୦: ଲଗାଣ ବର୍ଷା କାରଣରୁ ଉତ୍ତରାଖଣ୍ଡର ବିଭିନ୍ନ ଜିଲାରେ ଦେଖିବାକୁ ମିଳିଛି ମୃତ୍ୟୁର ତାଣ୍ଡବ। ପର୍ଯ୍ୟଟନ ସ୍ଥଳ ଭାବେ ଜଣାଶୁଣା ନେନିତାଲ ସମ୍ପୂର୍ଣ୍ଣ ରୂପେ ବାହ୍ୟ...

ନିର୍ବନ୍ଧ ଭାଙ୍ଗିବାରୁ ପାଣି ଟାଙ୍କି ଉପରେ ଚଢିଗଲେ ଯୁବକ, ଆଉ ତା’ପରେ

ଜୟପୁର,୫।୭: ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲାର ପତରୋଡାରେ ଗ୍ରାମରେ ଏକ ନିଆରା ଘଟଣା ଘଟିଛି। ନିର୍ବନ୍ଧ ଭାଙ୍ଗିଯିବାରୁ ଜଣେ ଯୁବକ ନିରାଶ ହୋଇ ପାଣି ଟାଙ୍କି ଉପରେ...

ଟିଏମ୍‌ସିରେ ଯୋଗଦେଲେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ

କୋଲକାତା,୨୯ ।୯: ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିହ୍ନୋ ଫଲେରିୟୋ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ସାମିଲ ହୋଇଛନ୍ତି । ଟିଏମ୍‌ସି ମହାସଚିବ ଅଭିଶେକ...

ଅର୍ଥ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୫ା୩: ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ଜାଲିଆତି ଅଭିଯୋଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯିବା ଦାବିରେ ବିରୋଧୀ ଦଳଗୁଡ଼ିକ ଲୋକ ସଭାରେ...

Advertisement
Archives

Model This Week