୮ଦଫା ନେଇ ଦାବିପତ୍ର ଦେଲେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାକୁ ନେଇ ଭାଜପା ଏହି ଦାବିପତ୍ର ପ୍ରଦାନ କରିଛି। ଦାବି ଗୁଡିକ ମଧ୍ୟରେ ଅନ୍ୟ ରାଜ୍ୟମାନଙ୍କରୁ କେନ୍ଦୁଝର ଜିଲାକୁ ଆସୁଥିବା ପ୍ରବାସୀ ଓଡିଆମାନଙ୍କ ପାଇଁ ଖାଦ୍ୟ, ଔଷଧ, ପାନୀୟ ଜଳ ଏବଂ ରହିବାର ସୁବନ୍ଦୋବସ୍ତ କରିବା, ଜିଲାକୁ ଆସିବାକୁ ଥିବା ପ୍ରବାସୀ ଓଡିଆମାନଙ୍କର ଆସିବାରେ ଜିଲା ପ୍ରଶାସନ ହସ୍ତକ୍ଷେପ କରି ଆବଶ୍ୟକୀୟ ପଦକ୍ଷେପ ନେବା, ଜିଲାରେ କରାଯାଇଥିବା କ୍ୱାରାଣ୍ଟାଇନ ସେଣ୍ଟର ଗୁଡ଼ିକରେ ପୂର୍ବରୁ ରହିଥିବା ବ୍ୟକ୍ତିବିଶେଷ ଏବଂ ଏବେ ଆସୁଥିବା ପ୍ରବାସୀ ଓଡିଆମାନଙ୍କୁ ଏକତ୍ର ରଖାଗଲେ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପୂର୍ବରୁ ଥିବା ଲୋକ ଏବଂ ବର୍ତ୍ତମାନ ଫେରୁଥିବା ପ୍ରବାସୀଙ୍କୁ ପୃଥକ୍‌ ପୃଥକ୍‌ ରହିବା ବ୍ୟବସ୍ଥା କରିବା ଆଦି ଅନ୍ତର୍ଭୁକ୍ତ। ଉପରୋକ୍ତ ଦାବି ଗୁଡ଼ିକୁ ନେଇ ଆବଶ୍ୟକୀୟ ପଦକ୍ଷେପ ନେବାକୁ କେନ୍ଦୁଝର ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ଜରିଆରେ ଜିଲାପାଳଙ୍କୁ ଦସ୍ତଖତ ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri