୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ବଳାକତ୍ାର ମାମଲା ରୁଜୁ କରିବା ସହ ଏଥିରେ ସମ୍ପୃକ୍ତ ୪ଜଣ ନାବାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ପୋଲିସ ନାବାଳିକାଙ୍କ ଡାକ୍ତରୀମାଇନା କରିଛି। ବଳାକତ୍ାର କରିଥିବା ୪ଜଣଙ୍କ ମଧ୍ୟରେ ୩ଜଣଙ୍କ ବୟସ ୧୦ ବର୍ଷ ମଧ୍ୟରେ ହୋଇଥିବାବେଳେ ଜଣଙ୍କ ବୟସ ୧୨ବର୍ଷ ବୋଲି ଜଣାପଡ଼ିଛି।
ଅଭିଯୋଗ ଅନୁଯାୟୀ, ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ପୀଡ଼ିତା ଶିଶୁ କନ୍ୟା ପରିବାର ସହ ରୁହନ୍ତି। ଏପରି କି ସମ୍ପୃକ୍ତ ନାବାଳକମାନେ ମଧ୍ୟ ଉକ୍ତ ବସ୍ତିରେ ରହୁଥିବା ଜଣାପଡ଼ିଛି। ସବୁଦିନ ପରି ବୁଧବାର ଅପରାହ୍ନରେ ଶିଶୁ କନ୍ୟା ଘର ନିକଟରେ ନାବାଳକଙ୍କ ସହ ଖେଳୁଥିଲେ। ଏହି ସମୟରେ ୪ଜଣ ନାବାଳକ ଶିଶୁ କନ୍ୟାକୁ ନିକଟରେ ଥିବା ଏକ ନିଛାଟିଆ ଜଙ୍ଗଲିଆ ସ୍ଥାନକୁ ଟେକି ନେଇ ସେଠାରେ ଜଣଙ୍କ ପରେ ଜଣେ ବଳାକତ୍ାର କରିଥିଲେ। ଶିଶୁଟି ଚିକତ୍ାର କରିବାରୁ ତାର ପାଟିକୁ ବନ୍ଦ କରିଦେଇଥିଲେ। ଫଳରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ପରେ ୪ନାବାଳକ ଶିଶୁ କନ୍ୟାକୁ ସେଠାରେ ଛାଡ଼ି ପଳାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଉକ୍ତ ନିଛାଟିଆ ସ୍ଥାନରୁ ଶିଶୁ କନ୍ୟାକୁ ଅଚେତ ଅବସ୍ଥାରେ ପାଇଥିଲେ। ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଚିକିତ୍ସା କରିବା ପରେ ଘରକୁ ଆଣିଥିଲେ। ଘରେ ପଚରାଉଚରା ପରେ ନାବାଳିକା ଜଣକ ଘଟଣା ସମ୍ପର୍କରେ ସବୁ କଥା କହିଥିଲେ। ଏହାପରେ ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ମାମଲା ରୁଜୁକରି ୪ନାବାଳକଙ୍କୁ କାବୁ କରି ଥାନାକୁ ଆଣିଛି। ଏନେଇ ଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ରଙ୍କୁ ପଚାରିବାରେ ବୁଧବାର ଖରାବେଳେ ଏଭଳି ଘଟଣା ହୋଇଥିବାନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଏକ ବଳାକତ୍ାର ମାମଲା ରୁଜୁ କରାଯାଇ ୪ନାବାଳକଙ୍କୁ ଅଟକ ରଖି ପଚରାଉଚରା ଚାଲିଛି ବୋଲି ମହାପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଗତ ୪ ମାସ ମଧ୍ୟରେ ରାଜଧାନୀରେ ୧୩ରୁ ଊର୍ଦ୍ଧ୍ୱ ନାବାଳିକାଙ୍କୁ ବଳାକତ୍ାର କରାଯାଇଥିବା ଜଣାପଡ଼ିଛି; ଯାହାକି କମିଶନରେଟ ପୋଲିସର ଚିନ୍ତା ବଢାଇ ଦେଇଛି। ବଳାକତ୍ାର ରୋକିବାକୁ ପୋଲିସ ପକ୍ଷରୁ ପରୀ ରଥ ପରିକ୍ରମା କରାଯାଇଛି ହେଲେ ନାବାଳିକା ବଳାତ୍କାର ଥମିବାର ନାଁ ନେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍‌. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri