୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି ଲଗାତାର ସାଇକେଲ ଚଳାଇଥିଲେ। ଏବେ ଏହି କାର୍ଯ୍ୟ ପାଇଁ ଛାତ୍ର ଗୁରଦେବ ଠାକୁର ଅନ୍ତର୍ଜାତୀୟ ରେକର୍ଡ ବୁକ୍‌ରେ କମ୍‌ ବୟସ୍କ ସାଇକେଲ ଚାଳକ ଭାବେ ସ୍ଥାନୀତ ହୋଇଛନ୍ତି। ସେ ପ୍ରତିଦିନ ଉନାଠାରୁ ରାୟପୁର ପର୍ଯ୍ୟନ୍ତ ସାଇକେଲ ଚଳାଇବା ଅଭ୍ୟାସ କରୁଥିଲେ। ଏବେ ସେ ଉନାଠାରୁ ଦିଲ୍ଲୀ ସାଇକେଲ ଚଳାଇବା ଲାଗି ଲକ୍ଷ୍ୟ ରଖିଛନ୍ତି। ଗୁରଦେବ ୪ ବର୍ଷ ବୟସରୁ ସାଇକେଲ ଚଳାଇବା ଆରମ୍ଭ କରିଥିଲେ। ରୋଲର ସ୍କେଟିଂ ପ୍ରତି ତାଙ୍କର ରୁଚି ରହିଛି। ଏଥିରେ ସେ ସିବିଏସ୍‌ଇର ଜାତୀୟସ୍ତରୀୟ ପ୍ରତିଯୋଗିତାରେ ୫ମ ସ୍ଥାନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୁପର ଓଭରରେ ମ୍ୟାଚ୍‌

ଓ୍ବେଲିଂଟନ,୩୧।୧- ପୂର୍ବ ମ୍ୟାଚ୍‌ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ...

ବଶଫାୟାର ରିଲିଫ ମ୍ୟାଚ୍‌ ଖେଳିବେ ଲାରା

ସିଡ୍‌ନୀ,୧।୨- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ କ୍ଷୟକ୍ଷତି ଭରଣ ପାଇଁ ଚ୍ୟାରିଟି ମ୍ୟାଚ୍‌ରେ...

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ...

୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍‌

ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର...

ଏହି ଲୋକପ୍ରିୟ କ୍ରିକେଟର୍‌ଙ୍କ ପରଲୋକ

କାଠମାଣ୍ଡୁ,୧୧।୧: ନେପାଳର ଯୁବ କ୍ରିକେଟର୍‌ କୁନ୍ଦନ ଶାହାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ଗତ କିଛି ଦିନ ହେବ...

ରେଷ୍ଟୁରାଣ୍ଟ କର୍ମଚାରୀଙ୍କୁ ଟିପ୍ସରେ ମିଳିଲା ଏତେ ଟଙ୍କା, ଯେଉଁଥିରେ କିଣାଯାଇପାରିବ କାର

ସମଗ୍ର ବିଶ୍ୱରେ ଖ୍ରୀଷ୍ଟମାସ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ବେଳେ ଆମେରିକାସ୍ଥିତ ଓହିଓର ଏକ ରେଷ୍ଟୁରାଣ୍ଟର କର୍ମଚାରୀଙ୍କ ଖୁସି ଦୁଇଗୁଣ ବଢ଼ି ଯାଇଛି। ଏପରିକି ଜଣେ...

ଅଜବ ମହୋତ୍ସବ : ଯାହା କେବେ ଦେଖି ନ ଥିବେ

ବିଶ୍ୱରେ ଅନେକ ଉତ୍ସବ ବା ମହୋତ୍ସବ ପାଳନ କରାଯାଇଥାଏ। ବିଭିନ୍ନ ଧର୍ମରେ ଉତ୍ସବ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ସାଧାରଣତଃ ଉତ୍ସବରେ ଲୋକେ ନୂଆ...

ଜନ୍ମଦିନରେ ନିଜକୁ ଏକ ହୃଦୟସ୍ପର୍ଶୀ ଚିଠି ଲେଖିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ନିଜ ଟୁଇଟରରେ ଏକ ହାତ ଲେଖା...

Ten Cric Info
Advertisement


Archives

Model This Week

Why Dharitri