୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ହେଲେ ଭୀମରାଜ ପଡ଼ିଆମୀ। ବୁଧବାର ସକାଳ ପ୍ରାୟ ୭ଟାରେ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ଭୀମରାଜଙ୍କ ମୃତଦେହ ବିଦ୍ୟାଳୟ ନିକଟରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ନିଜ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ଫଡ଼ିରେ ଶ୍ରମିକ ରୂପେ କାମ କରୁଛନ୍ତି ପିଲା

ମାଥିଲି,୨୬।୪ (ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଧୂଙ୍ଗିଆପୁଟ ପଞ୍ଚାୟତରେ ସରକାରୀ କେନ୍ଦୁପତ୍ର ଫଡ଼ିରେ ଶିଶୁ ଶ୍ରମିକଙ୍କୁ ନିୟୋଜିତ କରି କାର୍ଯ୍ୟ କରାଯାଉଥିବା ଅଭିଯୋଗ...

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ...

ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର

ପାଟଣା,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ପୁଟୁଳିଆ ପେଟ୍ରୋଲ ପମ୍ପ ବାଙ୍କ ନିକଟରେ ସୋମବାର ପୂର୍ବାହ୍ନରେ ଏକ ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର ହୋଇ...

ସମସିଆ ଘେରରେ ଅତାବିରା ସରକାରୀ ବାଳିକା ହାଇସ୍କୁଲ:ଖରାରେ ସିଝୁଛନ୍‌, ବରଷାରେ ଭିଜୁଛନ୍‌ ଛାତ୍ରୀଛାତ୍ର

ଜାମଟିକ୍ରା, ୩୦।୬ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ସରକାରୀ ବାଳିକା ହାଇସ୍କୁଲ ଏହେଦେ ନାନା ସମସିଆ ଘେରରେ ରହିଛେ। ଇଠାନେ ୧ମରୁ ୧୦ମ ଶ୍ରେଣୀ ତକ୍‌...

ଜିଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨୨।୨: ପ୍ରସ୍ତାବିତ କୋଇଲା ଡିପୋ, କୋଲ ୱାସେରି ଓ କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠାର ନିଷ୍ପିକୁ ପ୍ରତ୍ୟାହାର କରିବା, ପୁରୁଷାନୁକ୍ରମେ ଭୋଗଦଖଲ କରିଆସୁଥିବା ଚାଷଜମି ଓ ବାସଜମି...

ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ...

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲାସ୍ତରୀୟ ମକ୍‌ ଡ୍ରିଲ : ଧନଜୀବନ ରକ୍ଷା କୌଶଳ ପ୍ରଦର୍ଶନ

ଅନୁଗୋଳ ଅଫିସ, ୨୦।୬ – ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକମାନଙ୍କ ଧନଜୀବନର ସୁରକ୍ଷା କରିବା ପାଇଁ ବୁଧବାର ଅନୁଗୋଳ ଜିଲାପାଳଙ୍କ...

ଟ୍ରାକ୍ଟର ଧକ୍କାରେ ପୋଲ ତଳକୁ ଖସି ଜଳିଗଲା ଭ୍ୟାନ

ଅମରପାଲି,୧୧।୧(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଜନକପୁର ନିକଟ ସୁରବାଲି ଯୋର ନିକଟରେ ଏକ ଟ୍ରାକ୍ଟର ଧକ୍କାରେ ପୋଲତଳକୁ ଖସି ଏକ ଭ୍ୟାନ ଜଳି ଯାଇଛି।...

Advertisement
Archives

Model This Week