୮ରେ ‘ମୋ ବସ୍‌’ରେ ମାଗଣା ଯିବେ ମହିଳା

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତା ୮ତାରିଖରେ ‘ମୋ ବସ୍‌’ରେ ମହିଳା ଦେୟମୁକ୍ତ ଯାତ୍ରା କରିପାରିବେ। ମହିଳା ଦିବସରେ ମହିଳାଙ୍କ ପ୍ରତି ସମ୍ମାନ ଜଣାଇ କ୍ରୁଟ୍‌ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ ଓ ଖୋର୍ଦ୍ଧାର ୨୧ ରୁଟ୍‌ରେ ୨୦୦ଟି ‘ମୋ ବସ୍‌’ ଚାଲୁଛି। ଏଥିରେ ୬୦ପ୍ରତିଶତ କଣ୍ଡକ୍ଟର ମହିଳା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ଦେହବେପାର: ୧୨ ଗିରଫ

ବ୍ରହ୍ମପୁର ଅଫିସ,୨ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍‌ ରୁମ୍‌ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର...

ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ୩ରୁ ୧୦ କୋଟି କରିବାକୁ ଦାବି

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। କୋଭିଡ୍‌ ପରେ ସବୁ ଦରଦାମ୍‌ ବଢ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଉନ୍ନୟନ ପାଣ୍ଠିକୁ ୧୦ କୋଟିକୁ ବୃଦ୍ଧି...

ବିଜେଡିର ୮ ନୂତନ ସହପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୮।୨(ବ୍ୟୁରୋ): ବିଜେଡି ପକ୍ଷରୁ ରବିବାର ସୁନ୍ଦରଗଡ ଜିଲା ସହିତ ୭ଟି ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ୮ ନବନିଯୁକ୍ତ ସହପର୍ଯ୍ୟବେକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ...

ସୁପ୍ରିମକୋର୍ଟଙ୍କ ରାୟ ସତର୍କଘଣ୍ଟି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସୁପ୍ରିମକୋର୍ଟ ୩ଟି କୃଷି ଆଇନ ବାବଦରେ ଯେଉଁ ରାୟ ଦେଇଛନ୍ତି ତାହା କେନ୍ଦ୍ରରେ ଥିବା ଏକ ଅଗଣତାନ୍ତ୍ରିକ ସରକାର ପାଇଁ ସତର୍କଘଣ୍ଟି ବୋଲି ପ୍ରଦେଶ...

ପିଆଜ ଦର ବୃଦ୍ଧି ନେଇ ଜିଲାପାଳଙ୍କୁ ଯୋଗାଣ ସଚିବଙ୍କ ଚିଠି

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ରାଜ୍ୟରେ ପିଆଜ ଦର ଅହେତୁକ ବୃଦ୍ଧି ପାଇବା ନେଇ ରାଜ୍ୟ ସରକାର ଗୁରୁତର ସହ ବିଚାର କରିବା ଆରମ୍ଭ କରିଛନ୍ତି। ପ୍ରତିଦିନ ପିଆଜ ଦର...

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ...

ରାଜଧାନୀରେ ଟିକାକେନ୍ଦ୍ର ସଂଖ୍ୟା ୨୭କୁ ବୃଦ୍ଧି

ଭୁବନେଶ୍ୱର,୨୦।୭(ବ୍ୟୁରୋ): କରୋନା ମହାମାରୀ କାୟା ବିସ୍ତାର କରୁଥିବାବେଳେ ଏଥିରୁ ରକ୍ଷା ପାଇବା ପାଇଁ ସରକାର ଟିକାକରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରରେ ମହାମାରୀର ପ୍ରକୋପ...

୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା

କଟକ ସଦର, ୨୧।୧(ଡି.ଏନ୍‌.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ...

Advertisement
Archives

Model This Week