୮ରେ ଶ୍ରମିକ ସଂଗଠନଗୁଡିକର ଦେଶବ୍ୟାପୀ ଧର୍ମଘଟ

ନୂଆଦିଲ୍ଲୀ,୪-୧: କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡିକ ଚଳିତ ମାସ ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବେତନ ଏବଂ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା ନେଇ ସରକାରଙ୍କ ସହ ଆଲୋଚନା ବିଫଳ ହୋଇଛି। ବିଭିନ୍ନ ଦାବି ଉପରେ ସରକାର କୌଣସି ସମାଧାନ ପନ୍ଥା ବାହାର କରିନାହାନ୍ତି। ଏଣୁ ଏହା ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରାଯିବ ବୋଲି ଅଲ୍‌ ଇଣ୍ଡିଆ ଟ୍ରେଡ ୟୁନିୟନ କଂଗ୍ରେସ (ଏଆଇଟିୟୁସି)ର ସମ୍ପାଦକ ସୁକୁମାର ଡାଲ୍‌ମେ କହିଛନ୍ତି। ଉଚ୍ଚ ସର୍ବନିମ୍ନ ବେତନ, ଏକପାଖିଆ ଶ୍ରମ ସଂସ୍କାର, ଅସଙ୍ଗଠିତ କ୍ଷେତ୍ର ଲାଗି ସାମାଜିକ ନିରାପତ୍ତା କାର୍ଯ୍ୟକ୍ରମ ଏବଂ ଶ୍ରମଶକ୍ତିର ଠିକାକରଣ ଭଳି ଅନ୍ୟ ପ୍ରସ୍ତାବକୁ ସଂଘ ପକ୍ଷରୁ ବିରୋଧ କରାଯାଇଛି। ସେହିଭଳି ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ୍‌)ଆସନ୍ତା ଶୁକ୍ରବାର ଅନ୍ୟ ଏକ ଧର୍ମଘଟ କରିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଦ୍‌ରେଜ୍‌ର ନ୍ୟୁ ମାଇକ୍ରୋ ଓଭେନ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୨ା୧୦: ଚଳିତ ପାର୍ବଣ ଉପଲକ୍ଷେ ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ର ନ୍ୟୁ ମାଇକ୍ରୋ ଓଭେନ୍‌ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏଥିରେ ଥିବା ଅଏଲ୍‌-ଫ୍ରି ହେଲ୍‌ଦି ଫ୍ରାଏ ମୋଡ୍‌ ଏହାକୁ...

ଇନ୍‌ଷ୍ଟା ଲୋନ୍‌ ପ୍ରଦାନରେ ଏଲ୍‌ଟିଏଫ୍‌ଏସ୍‌ର ଅଭିବୃଦ୍ଧି

ଭୁବନେଶ୍ୱର,୧୧।୨: ଗତ କିଛି ମାସ ହେବ ଇନ୍‌ଷ୍ଟା ଲୋନ୍‌ ପ୍ରଦାନ କ୍ଷେତ୍ରରେ ଏଲ୍‌ ଆଣ୍ଡ ଟି ଫାଇନାନସିଆଲ ସର୍ଭିସେସ୍‌ (ଏଲ୍‌ଟିଏଫ୍‌ଏସ୍‌)ର ଦମ୍‌ଦାର ଅଭିବୃଦ୍ଧି ଦେଖିବାକୁ ମିଳିଛି।...

ଭାକ୍‌ସିନ ଆଶାରେ ଉଛୁଳିଲା ସାରା ବିଶ୍ୱର ଷ୍ଟକ୍‌ ବଜାର

ନ୍ୟୁୟର୍କ: କରୋନା ଭୂତାଣୁକୁ ପ୍ରତିହତ କରିବାର ଭାକ୍‌ସିନ ଆସିବା ନେଇ ବର୍ତ୍ତମାନ ଆଶା ଦୃଢ଼ୀଭୂତ ହୋଇଛି। ଏହି କାରଣ ଯୋଗୁ ସାରା ବିଶ୍ୱରେ ଷ୍ଟକ୍‌ ବଜାରଗୁଡିକରେ...

ପୁଞ୍ଜି ବଜାରରେ ୫,୦୭୨ କୋଟି ନିବେଶ କଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୨୧-୧୦: ଚଳିତ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମାନେ ପୁଞ୍ଜି ବଜାରରେ ୫,୦୭୨ କୋଟି ଟଙ୍କାର ନିବେଶ କରିଛନ୍ତି। ନିବେଶକଙ୍କୁ ବଜାର ସହ...

ନୂଆ ଇ-ମାର୍କେଟ ପ୍ଲାଟ୍‌ଫର୍ମ ଶୁଭାରମ୍ଭ

ଦୁବାଇ, ୩୦।୮(ପି.ଟି.): ୟୁଏଇ ପକ୍ଷରୁ ନୂତନ ଜ୍ଞାନକୌଶଳ ଆଧାରିତ କୃଷି ସାମଗ୍ରୀ ବ୍ୟବସାୟ ଓ ସଂଗ୍ରହ ଲାଗି ଇ-ମାର୍କେଟ ପ୍ଲାଟଫର୍ମ ‘ଏଗ୍ରିଓଟା’ର ଶୁଭାରମ୍ଭ କରାଯାଇଛି। ଏହା...

ଧନୀ ତାଲିକାର ଟପ୍‌-୨୫ରୁ ଆଦାନୀ ଆଉଟ୍‌

ନୂଆଦିଲ୍ଲୀ,୨୩।୨: ଆଦାନୀ ଗ୍ରୁପ ଚେୟାରମ୍ୟାନ ଗୌତମ ଆଦାନୀଙ୍କ ସମ୍ପତ୍ତି ପୁଣି ଥରେ ହ୍ରାସ ପାଇଛି। ଗୁରୁବାର ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ ସେ ବର୍ତ୍ତମାନ ଦୁନିଆର...

ଆର୍‌ବିଆଇ ଗଭର୍ନରଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ତିନି ବର୍ଷ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୧୦, ୨୦୨୧ରେ ଶେଷ ହେବାର...

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା...

Advertisement
Archives

Model This Week