୮୦୭୪୬ ହିତାଧିକାରୀଙ୍କୁ ତିନିମାସର ଅଗ୍ରୀମ ଚାଉଳ ବଣ୍ଟନ

ଉଲୁଣ୍ଡା, ୮ା୪(ଡି.ଏନ.ଏ.): ରାଜ୍ୟ ତଥା କେନ୍ଦ୍ର ସରକାର କରୋନରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ ଘୋଷଣା ପରେ ଗରିବ ପରିବାରମାନେ ଯେମିତି ଅସୁବିଧାର ସମ୍ମୁଖୀନ ନହେବେ ସେଥିପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଗ୍ରୀମ ତିନି ମାସର ଚାଉଳ ଯୋଗଇ ଦିଆଯାଉଛି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ୮୦ ହଜାର ୭୪୬ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଅଧିକାରୀମାନେ ପ୍ରତ୍ୟେକ ଗ୍ରାମକୁ ଯାଇ ସାମାଜିକ ଦୁରତ୍ୱ ରଖି ଚାଉଳ ବଣ୍ଟନ କରିଥିବା ଯୋଗାଣ ନିରୀକ୍ଷକ ରାଜକିଶୋର ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ଲୁଟେରା ଆତଙ୍କ

ଢେଙ୍କାନାଳ ଅଫିସ, ୧୯।୨ – ଢେଙ୍କାନାଳ ସହର କୁଞ୍ଜକାନ୍ତ ଲଳିତନଗର ଅଞ୍ଚଳରେ କ୍ରମାଗତ ଚୋରି ବୃଦ୍ଧି ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି।...

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ...

ବିନା ଭକ୍ତରେ ରଥଯାତ୍ରା ହେଉ: ରଘୁନାଥ ମହାପାତ୍ର

ପୁରୀ ଅଫିସ, ୧୩।୬: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନକୁ ନେଇ ଆଶା ଆଶଙ୍କା ଲାଗିରହିଛି। ରଥଯାତ୍ରାକୁ ଆଉ ମାତ୍ର ୯ ଦିନ ରହିଥିବା...

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ...

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା...

ରାଜ୍ୟରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

ବାସହୀନଙ୍କୁ ଘର ଯୋଗାଇବାକୁ ଦାବି

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ଏନ୍‌ଏସିର ବାସହୀନ ପରିବାରଙ୍କୁ ଜାଗା ଯୋଗାଇଦେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବା ଲାଗି ଦାବି ହୋଇଛି। ଉକ୍ତ...

ମାଗଣାରେ ଲୋକଙ୍କୁ ମାସେ ଯାଏଁ ମିଳିବ ଭିଟାମିନ୍‌-ସି’ଯୁକ୍ତ ଫଳ

ଅଗରତାଲା, ୧।୭: ତ୍ରିପୁରାରେ ଲୋକଙ୍କୁ ମାଗଣାରେ ଭିଟାମିନ୍‌-ସି’ଯୁକ୍ତ ଫଳ ମାସେ ଯାଏଁ ଯୋଗାଇ ଦିଆଯିବ। ଏହାଦ୍ୱାରା କରୋନା ଲଢ଼େଇରେ ଲୋକଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି...

Advertisement
Archives

Model This Week