Posted inଜାତୀୟ

୮୦ ଘଣ୍ଟା ହେବ ବୋର୍‌ଓ୍ବେଲରେ ଫସିଥିବା ଶିଶୁର ଜନ୍ମଦିନରେ ବି ଉଦ୍ଧାର କାର୍ଯ୍ୟ ଜାରି

ଚଣ୍ଡିଗଡ଼,୧୦।୬: ପଞ୍ଜାବର ସୁନମଠାରେ ପାଖାପାଖି ୧୫୦ ଫୁଟ ଗଭିର ବୋରଓ୍ବେଲରେ ଫସି ରହିଥିବା ୨ ବର୍ଷର ଶିଶୁର ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡିଛି। କୌଣସି ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଶିଶୁଟିର ସୋମବାର ଜନ୍ମ ଦିନ ଥିବାରୁ ପରିବାର ଲୋକେ ଆଶା ଆଶଙ୍କା ମଧ୍ୟରେ ସମୟ କାଟୁଛନ୍ତି। ୨ ଦିନ ହେବ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ସୋମବାର ଯେଉଁ ପାଇପ୍‌ ଦେଇ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିଲା ତାହା ସାମାନ୍ୟ ବଙ୍କା ହୋଇ ଯିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଥିବା କୁହାଯାଉଛି। ଏପଟେ ପିଲାଟି ଆଉ ହଲଚଲ ହେଉ ନ ଥିବା ଆଲୋଚନା ମଧ୍ୟ ହେଉଛି। ଏହାକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ସରକାରଙ୍କୁ ଅନେକ ସମାଲୋଚନା କରାଯାଉଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୩ ବର୍ଷ ପରେ ଜେଲ୍‌ରୁ ବାହାରିଲେ ଲାଲୁ ଯାଦବ

ରାଞ୍ଚି,୩୦।୪: ଦୀର୍ଘ ଦିନର କୋର୍ଟ ଲଢେଇ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲରୁ ମୁକ୍ତ ହୋଇଛନ୍ତି। ହାଇକୋର୍ଟରୁ ଜାମିନ ପାଇବା ପରେ ଲାଲୁ...

ସୁସ୍ଥ ହେଉଥିବା କରୋନା ରୋଗୀଙ୍କ ନିକଟରେ ହୃଦ୍‌ସମସ୍ୟା ସହ ନିଶ୍ୱାସ ନେବାକୁ ହେଉଛି କଷ୍ଟ

ନୂଆଦିଲ୍ଲୀ,୧୭।୮: କରୋନା ମହାମାରୀ ଏବେ ଦେଶର ସବୁ ପ୍ରାନ୍ତକୁ ମାଡି ଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଅତିକ୍ରମ କରିଥିବା ବେଳେ ଅନ୍ୟ...

ଟଳିପଡିଲେ ଆତଙ୍କବାଦୀ

ଶ୍ରୀନଗର,୨।୭: ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରୁ ଏନକାଉଣ୍ଟର ଚାଲିଛି। ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ...

ସୁସ୍ଥତା ହାର ୯୮.୮୧ ପ୍ରତିଶତ, ଶହେ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ସର୍ମ୍ପକୀୟଙ୍କୁ ନିର୍ଧୁମ ଛେଚିଲେ ଦମ୍ପତି

ନୋଏଡା,୨୯।୩: ଜଣେ ଦିବ୍ୟାଙ୍ଗ ସର୍ମ୍ପକୀୟଙ୍କୁ ରାସ୍ତା ମଝିରେ ଅତି ନୃଶୁଂସ ଭାବେ ନିର୍ଧୁମ ମାଡ଼ ଛେଚିଲେ ଦମ୍ପତି। ଉକ୍ତ ମାଡ଼ମରାର ଦୃଶ୍ୟ ସାମ୍ନାକୁ ଆସିଥିବା ବେଳେ...

ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଗିରଫକଲା ଏନ୍‌ଆଇଏ

ନୂଆଦିଲ୍ଲୀ,୨୫।୧୧(ପି.ଟି.): ଦେଶର ବିଭିନ୍ନ ଭାଗରେ ହିଂସାକାଣ୍ଡ ଏବଂ ସମ୍ବେଦନଶୀଳ ଅପରାଧ ଘଟାଇବା ଲାଗି ଆତଙ୍କବାଦୀ ସଂଗଠନ ଏବଂ ଅପରାଧ ସିଣ୍ଡିକେଟ୍‌ ସହ ଷଡ଼ଯନ୍ତ୍ର ଚଳାଇବା ମାମଲାରେ...

‘କୌଣସି ଝଡ଼ ଆସିବ ନାହିଁ’

ମୁମ୍ବାଇ,୨୧।୬: ମହାରାଷ୍ଟ୍ରର ଉଦ୍ଧବ ସରକାରରେ ଏକ ବଡ ବିଦ୍ରୋହ ସୃଷ୍ଟି ହେବାର ସମ୍ଭାବନା ଦେଖାଯାଉଛି। ଏମ୍‌ଏଲସି ନିର୍ବାଚନ ଫଳାଫଳ ଆସିବା ପରଠାରୁ ଶିବସେନା ମନ୍ତ୍ରୀ ଏକନାଥ...

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି...

Advertisement
Archives

Model This Week