୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର ଶଟର ଭାଙ୍ଗି ୮୫ ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା (ନଂ. ୨୭/୧୯) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲା। ଏହି ଲୁଟ୍‌ ଘଟଣାରେ ପୋଲିସ ନୀଳଗିରି ଥାନା ଗୋପାଳପୁର ଗ୍ରାମର ଅଭିଯୁକ୍ତ ଗୋପାଳ ସିଂଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ତାଙ୍କ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଜେଲ ହାଜତକୁ ପଠାଯାଇଛି। ଅଭିଯୁକ୍ତ ଗୋପାଳ ଅନ୍ୟ ଏକ ଟ୍ରଲର ମାଲିକଙ୍କ ପାଖରେ ଦୀର୍ଘଦିନ ହେଲା କାର୍ଯ୍ୟ କରି ଆସୁଥିଲେ। ଆଇଆଇସି ଲକ୍ଷ୍ମଣ କୁମାର ବେହେରା ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କଠାରୁ ଚୋରି ୨୬ହଜାର ଟଙ୍କା ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ...

ଚାହିଦା ମେଣ୍ଟାଇପାରୁନି ଚିଲିକା ମାଛ: ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ

ଚିଲିକା, ୧୨।୧୦(ଡି.ଏନ.ଏ.): ଚିଲିକା ଉପରେ ପେଟପାଟଣା ପାଇଁ ନିର୍ଭରଶୀଳ ୨ ଲକ୍ଷ ମତ୍ସ୍ୟଜୀବୀ ଏବେ ଚିନ୍ତାରେ ପଡିଛନ୍ତି। ଚିଲିକାକୁ ଭାତହାଣ୍ଡି ମନେକରି କୌଳିକ ବୃତ୍ତି ଭାବେ...

ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁଥିଲା ବିଜେଡି: ଅଭିଯୋଗ ଆଣିଲା ଭାଜପା

ପାଟଣା,୨୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ୨୯ ନମ୍ବର ଜୋନ୍‌ ତେଣ୍ଡେରା ପଞ୍ଚାୟତ ଭାଣ୍ଡାରୀ ବିଲା ଓ ଖିଲାରୀ ପାଟ ଗାଁରେ ବୁଧବାର ରାତିରୁ ବଡ଼ବିଲରୁ...

ରାସ୍ତାକଡ଼ରେ ଥିବା ଘରକୁ ଧକ୍କା ଦେଲା ୧୬ ଚକିଆ

ମ.ରାମପୁର,୧୨।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରାୟପୁର- ଗୋପାଳପୁର ଏନ୍‌ଏଚ୍‌ -୫୯ ମ. ରାମପୁରସ୍ଥିତ ଚାରିଛକ ବୁଲାଣିରେ ରବିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏକ ୧୬ ଚକିଆ ଡମ୍ପର...

ହୋମ୍‌ଗାର୍ଡଙ୍କୁ ଗାଳିଗୁଲଜ, ଧମକ ଦେବା ଘଟଣା ପାଲଟା ଅଭିଯୋଗ କଲେ ବିଜେଡି ନେତା

ବରୀ/ରତ୍ନଗିରି,୧୫।୧୦(ସ୍ବ.ପ୍ର/ଡିଏନଏ)- ବରୀରେ ହୋମଗାର୍ଡ ଓ ବିଜେଡି ନେତାଙ୍କ ବିବାଦ ତେଜିବାରେ ଲାଗିଛି। ଗତ ୯ ତାରିଖ ବରୀ ଥାନାର ଜଣେ ହୋମଗାର୍ଡଙ୍କୁ ଗାଳିଗୁଲଜ ଓ ଧମକ...

ମାହାଙ୍ଗା ଗଣହତ୍ୟା: ଶିବଙ୍କୁ ରିମାଣ୍ଡରେ ନେଲା ପୋଲିସ

ମାହାଙ୍ଗା,୧୪।୪(ଡି.ଏନ୍‌.ଏ.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ ନେଇଛି। ଶିବଙ୍କ...

ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ...

ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା...

Advertisement
Archives

Model This Week