୮ କୋଟି ଟଙ୍କାର କୁକୁର ଚୋରି

ବେଙ୍ଗାଲୁରୁ, ୨୩।୧୨: କର୍ନାଟକ ବେଙ୍ଗାଲୁରୁରେ ୮ କୋଟି ଟଙ୍କାର ଏକ ପୋଷା କୁକୁରକୁ ଚୋର ଚୋରାଇ ନେଇଛନ୍ତି। ଏନେଇ ମାଲିକ ଚେଥାନ୍‌ ଏନ୍‌. ସ୍ଥାନୀୟ ହନ୍ତମନ୍ତନଗର ଥାନାରେ ଏକ ମାମଲା ରୁଜୁ କରିଛନ୍ତି। କୁକୁରକୁ ଖୋଜି ଆଣିବା ପାଇଁ ମାଲିକ ଏକ ଲକ୍ଷ ଟଙ୍କାର ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। କୁକୁରଟି ଆଲାସ୍କାନ୍‌ ମାଲାମ୍ୟୁଟ୍‌ ପ୍ରଜାତିର ବୋଲି ମାଲିକ କହିଛନ୍ତି। ପୋଲିସ ପକ୍ଷରୁ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ...

ବର୍ଷେ ପର୍ଯ୍ୟନ୍ତ ଜାରି ରହିବ କରୋନା ନିୟମ

ଥିରୁଭାନନ୍ତପୁରମ୍‌,୫।୭: ଆଗାମୀ ବର୍ଷେ ଯାଏ କରୋନା ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେରଳ ସରକାର। କରୋନା ସଂକ୍ରମଣକୁ ରୋକିବା ପାଇଁ ରବିବାର ସରକାରଙ୍କ ପକ୍ଷରୁ...

ଗାଈକୁ ବାଡ଼ାଉଥିଲେ ବ୍ୟକ୍ତି: ବାଛୁରୀ ଦେଲା ପାନେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଟୁଇଟରରେ ଏବେ ଏକ ଭିଡିଓ...

ଲଙ୍କା ଦହନ ପୂର୍ବରୁ ରାମଲୀଳା ମଞ୍ଚରେ ଭୟଙ୍କର ଅଗ୍ନିକାଣ୍ଡ

ଇଟାଓ୍ବା,୪।୧୦: ଉତ୍ତରପ୍ରଦେଶ ଇଟାଓ୍ବା ଜିଲା ଜନପଦର ଭର୍ଥାନାରେ ସୋମବାର ରାତିରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରାମଲୀଳା ମଞ୍ଚରେ ଅଗ୍ନିକାଣ୍ଡ ଘଟିବାରୁ ଭୟଭୀତ ହୋଇ ଲୋକମାନେ...

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୁଇଜରଲ୍ୟାଣ୍ଡ୍‌: ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି  ଚାହାନ୍ତି...

ଏସ୍‌ପି ବିଧାୟକଙ୍କ ସହ ବସିବାକୁ ଚାହୁଁନାହାନ୍ତି ଶିବପାଲ: ଆସନ ବଦଳାଇବାକୁ କଲେ ଦାବି

ଲକ୍ଷ୍ନୌ,୨୫।୫: ଗତ କିଛି ଦିନରୁ ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଓ କକା ଶିବପାଲ ଯାଦବଙ୍କ ମଧ୍ୟରେ ଲାଗିରହିଥିବା ଦୂରତା ଏବେ ବଢ଼ିବାରେ ଲାଗିଛି।...

ମେ’ରେ ତାତି ୫୦ ଡିଗ୍ରୀ ଟପିବ, ପାଣିପାଗ ବିଭାଗର ପୂର୍ବାନୁମାନ…

ନୂଆଦିଲ୍ଲୀ, ୩୦।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର କୁହାଯାଇଛି ଯେ, ମେ’ ମାସରେ ଦେଶର ବହୁ ଅଞ୍ଚଳରେ ତାତି ୫୦ ଡିଗ୍ରୀ ସେଲସିୟସ୍‌...

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌...

Advertisement
Archives

Model This Week