୮ ଦଫା ଦାବିପତ୍ର ଦେଲେ ଏଆଇଏସ୍‌ଏଫ୍‌ ଛାତ୍ରୀଛାତ୍ର

ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍‌ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍‌) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧି ୮ ଦଫା ଦାବିରେ ପ୍ଲା-କାର୍ଡ ପ୍ରଦର୍ଶନ ପୂର୍ବକ ମୌନ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ସୂଚନା ଅନୁଯାୟୀ, ଏଆଇଏସଏଫ୍‌ ବଡବିଲ ଶାଖାର ସମ୍ପାଦିକା ରିତୁ ପ୍ରସାଦ ଓ ଉପସଭାପତି ଆର଼୍ୟାନ ଜୟସ୍ବାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭରେ ପ୍ରାୟ ୨୦ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଦାବୀ ଗୁଡିକ ମଧ୍ୟରୋ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଫି ଏକ ବର୍ଷ ପର୍ଯ୍ୟନ୍ତ ଛାଡ କରିବା, ଘରୋଇ କୋଚିଂ ସେଣ୍ଟରକୁ ବ୍ୟାନ କରିବା, ଶିକ୍ଷାକୁ ମୌଳିକ ଅଧିକାର ରୂପେ ଗ୍ରହଣ କରିବା, ସମଗ୍ର ଦେଶରେ ସମାନ ଶିକ୍ଷା ବ୍ୟବସ୍ଥା ଲାଗୁ କରିବା, ସବୁ କ୍ୟାମ୍ପସରେ ମାଗଣା ୱାଇ-ଫାଇ ସୁବିଧା ଆଦି ଅନ୍ତର୍ଭୁକ୍ତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri