୮ ଦଫା ଦାବି ନେଇ ରାଜ୍ୟ ସମବାୟ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟ ସମବାୟ କର୍ମଚାରୀ ମହାସଂଘ ପକ୍ଷରୁ ବୁଧବାର ୮ ଦଫା ଦାବି ନେଇ ସ୍ଥାନୀୟ ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି। ରାଜ୍ୟ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସ୍‌ଗୁଡ଼ିକରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ଦେବା, ୭ମ ବେତନ ଆଧାରରେ ବେତନ, ପ୍ରଶାସନିକ ପାଣ୍ଠି କାର୍ଯ୍ୟକାରୀ କରିବା, ବଜେଟ୍‌ରେ ସବୁ ବର୍ଗର କର୍ମଚାରୀଙ୍କ ପାଇଁ ୩୦୦ କୋଟିର ବଜେଟ୍‌ ରଖିବା ପରି ମୋଟ ୮ଟି ଦାବି ନେଇ ଏହି ଧାରଣା ଅନୁଷ୍ଠିତ ହୋଇଥିଲା। ଗୁରୁବାର ମଧ୍ୟ ଏହି ଧାରଣା ଜାରି ରହିବାକୁ ଥିବାବେଳେ ପୂର୍ବାହ୍ନରେ ୯ତାଲା ନିକଟରେ ଥିବା ନିବନ୍ଧକ ସମବାୟ ସମିତି ସମ୍ମୁଖରେ ଧାରଣା ଦିଆଯିବ ବୋଲି ମହାସଂଘ ସଭାପତି ସୀତାରାମ ପ୍ରଧାନ ପ୍ରକାଶ କରିଛନ୍ତି। ଆୟୋଜିତ ଧାରଣାରେ ବହୁ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି।...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଚାଷୀ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ

ଲଖନପୁର, ୪।୨(ଡି.ଏନ୍‌.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି...

୫ ଯୁବକଙ୍କୁ ହରାଇ ଗାଁ ସ୍ତବ୍ଧ

ଖମାର,୨।୩(ଡି.ଏନ.ଏ.) ପାଲଲହଡା ବ୍ଲକ ଖମାର ଥାନା କଣ୍ଟିଆପସି ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ୫ ଯୁବକଙ୍କ ଅକାଳ ବିୟୋଗ ଇଞ୍ଜିଡ଼ ଗାଁକୁ...

ଶୀତ ପାଇଁ ନନ୍ଦନକାନନ ସମୟ ବଦଳିଲା

ବାରଙ୍ଗ,୧।୧୦(ଡି.ଏନ୍‌.ଏ.)- ଶୀତ ଋତୁ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନର ସମୟ ପରିିବର୍ତ୍ତନ ହୋଇଛି। ଏଣିକି ପର୍ଯ୍ୟଟକଙ୍କ ଲାଗି ସକାଳ ୮ରୁ...

କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍‌ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ...

ଆସନ୍ତାକାଲିଠୁ ଖୋଲିବ ମା’ ତାରିଣୀ ମନ୍ଦିର: ମାନିବାକୁ ପଡ଼ିବ ଏସବୁ ନିୟମ

କେନ୍ଦୁଝର,୨ା୩(ସ୍ବ.ପ୍ର.): କୋଭିଡ୍‌ ଆଇନରେ କୋହଳ ହେବା ପରେ ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୩ରୁ ଘଟଗାଁ ମା’ ତାରିଣୀ ପୀଠ ଭକ୍ତଙ୍କ ପ୍ରବେଶ ଓ ଦର୍ଶନ ପାଇଁ...

ଡିଜି କଲେଜ ହେଲା ବିଶ୍ୱବିଦ୍ୟାଳୟ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଦେଇଛନ୍ତି। ଜିଲାର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୯୫୭ରେ ଏହି ମହାବିଦ୍ୟାଳୟ ପ୍ରତିଷ୍ଠା...

Advertisement
Archives

Model This Week