Posted inଜାତୀୟ

୮ ଦିନ ପୋଲିସ ରିମାଣ୍ଡରେ ରହିବେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଗିରଫ କରାଯାଇ କୋର୍ଟରେ ସୋମବାର ହାଜର କରାଯାଇଥିଲା। ତାଙ୍କୁ ୮ ଦିନ ପୋଲିସ ରିମାଣ୍ଡରେ ରଖାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ଥାନର ବୁନ୍ଦିର ସଦର ଥାନାରେ ଏନେଇ ଏକ ମାମଲା ଦାଏର ହୋଇଥିଲା। ମୋତିଲାଲ ନେହେରୁଙ୍କ ଉପରେ ଏକ ଭିଡ଼ିଓ ପ୍ରସ୍ତୁତ କରୁଥିବାବେଳେ ପାୟଲ ବିବାଦୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। କଂଗ୍ରେସ ନେତା ଚର୍ମେଶ ଶର୍ମା ଏନେଇ ଏକ ମାମଲା ଦାଏର କରିଥଲେ। ପାୟଲଙ୍କୁ ଅହମ୍ମଦାବାଦରୁ ଗିରଫ କରି ବୁନ୍ଦି କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କ ଜାମିନ ଆବେଦନ ନାମଞ୍ଜୁର କରିବା ସହିତ ପୋଲିସ ରିମାଣ୍ଡରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏଥିରୁ ଗ୍ଲାସେ…

ଫଳ ରସରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ମେଦବହୁଳତା ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ସକାଳେ ନିୟମିତ ଗ୍ଲାସେ ଫଳ ରସ...

କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬...

ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ହେଲେ ମାଣିକ ଶାହା

ଅଗରତାଲା,୮।୩: ଭାଜପା ନେତା ମାଣିକ ଶାହା ବୁଧବାର ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର...

ଶରଦ ପାୱାରଙ୍କୁ ଆୟକର ବିଭାଗର ନୋଟିସ୍‌

ମୁମ୍ବାଇ,୧।୭ : ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଝଟକା। ନିର୍ବାଚନ ସତ୍ୟପାଠ ମାମଲା ସମ୍ପର୍କିତ ଶରଦ ପାୱାରଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ୍‌ ଜାରି ହୋଇଛି।...

ଦେଇଥିବା ପ୍ରତିଶ୍ରୁତି ପୂରଣ କରିବି: କେଜରିୱାଲ

ଚଣ୍ଡିଗଡ଼,୧୩ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ରବିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ପଞ୍ଜାବ ଗସ୍ତରେ ଯାଇ ଏକ...

ଉଚ୍ଚଶିକ୍ଷା ପାଇଁ ୫ ବର୍ଷରେ ବିଦେଶ ଯାଇଛନ୍ତି ୩୦ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୭।୨: ଉଚ୍ଚଶିକ୍ଷା ପାଇଁ ୨୦୧୭ରୁ ୨୦୨୨ ମଧ୍ୟରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ବିଦେଶ ଯାଇଛନ୍ତି। ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଲୋକ ସଭାକୁ ଏହି...

ଭିଡ଼ହିଂସାରେ ମୃତ୍ୟୁ ଘଟିବାର ୫ ମାସ ପରେ ଫେରିଲେ ଯୁବକ: କରଜ ନେଇ ଶ୍ରାଦ୍ଧ କରିଥିଲେ ସ୍ତ୍ରୀ

ପାଟନା,୧୭।୧୧: ବିହାରରେ ଜଣେ ଯୁବକ ମୃତ୍ୟୁର ୫ ମାସ ପରେ ଘରକୁ ଫେରିଛନ୍ତି। ତାଙ୍କର ମୃତ୍ୟୁ ଘଟିଥିବାରୁ ସ୍ତ୍ରୀ କରଜ କରି ଶ୍ରାଦ୍ଧ କରିଥିଲେ। ଯୁବକ...

ମୋଗଲ ଗାର୍ଡେନର ନାମ ହେଲା ଅମୃତ ଉଦ୍ୟାନ…

ନୂଆଦିଲ୍ଲୀ,୨୮।୧ : ରାଷ୍ଟ୍ରପତି ଭବନରେ ଅବସ୍ଥିତ ମୋଗଲ ଗାର୍ଡେନ ଏକ ନୂତନ ନାମ ପାଇଛି। ବର୍ତ୍ତମାନ ଏହା ଅମୃତ ଉଦ୍ୟାନଭାବେ ନାମିତ ହୋଇଛି। ଅମୃତ ମହୋତ୍ସବ...

Advertisement
Archives

Model This Week