୮ ବର୍ଷ ପୂର୍ବରୁ ହେଲିକପ୍ଟର ଦୁର୍ଘଟଣାରେ ବ୍ରାଏଣ୍ଟଙ୍କ ମୃତ୍ୟୁ ହେବ ବୋଲି ଟୁଇଟ୍‌ କରିଥିଲେ ଏହି ବ୍ୟକ୍ତି

କାର୍ଲିଫର୍ଣ୍ଣିଆ,୨୭।୧: ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ ଏକ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହଠାତ୍‌ ତାଙ୍କ ମୃତ୍ୟୁ ଖବର ଆସିବା ପରେ ଆମେରିକାରେ ଶୋକର ଛାୟା ଖେଳିଯାଇଛି। ହେଲିକପ୍ଟର ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ହେବ ବୋଲି ୨୦୧୨ରେ ଜଣେ ବ୍ୟକ୍ତି ଟୁଇଟ୍‌ ଯୋଗେ ଭବିଷ୍ୟବାଣୀ କରିଥିଲେ। ନୋସୋ ନାମକ ଜଣେ ବ୍ୟକ୍ତିଙ୍କ ଏହି ଟୁଇଟ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ନୋସୋ ୨୦୧୨ ମସିହା ନଭେମ୍ବର ୧୩ରେ ଟୁଇଟ୍‌ କରିଥିଲେ କି କୋବେ ବ୍ରାଏଣ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହେବ। ଯାହା ଏବେ ସତ ହୋଇଛି। ୫ ଥର ଏନବିଏ ଚାମ୍ପିଅନ ହୋଇଥିବା ବ୍ରାଏଣ୍ଟ ଏକ ବେସରକାରୀ ହେଲିକପ୍ଟରେ ଯାଉଥିବାବେଳେ ତାହା ଏକ ପାହାଡରେ ପିଟି ହୋଇ ଦୁର୍ଘଟଣା ଘଟିଥିଲା। ଏଥିରେ ବାଏଣ୍ଟ ଏବଂ ତାଙ୍କ ୧୩ ବର୍ଷର ଝିଅ ଜିଆନାଙ୍କ ସମେତ ୭ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ-ଫୱାଦଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କଲେ ନିର୍ବାଚନ କମିଶନ…

ଇସଲାମାବାଦ,୮।୩ : ତୋସଖାନା ମାମଲାରେ ଅଡୂଆରେ ପଡିଥିବା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ମୁଖ୍ୟ ଇମ୍ରାନ ଖାନଙ୍କ ଅସୁବିଧା କମିବାର ନା ନେଉନାହଁି। ଏପରିସ୍ଥଳେ ନିର୍ବାଚନ...

ଆଇପିଏଲ୍‌-୧୪: ବାଙ୍ଗାଲୋର- ଚେନ୍ନାଇ ହାଇଭୋଲ୍‌ଟେଜ ଲଢ଼େଇ

ମୁମ୍ବାଇ,୨୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଏକ ହାଇଭୋଲ୍‌ଟେଜ ଲଢେଇ ହେବାକୁ ଯାଉଛି। ରବିବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ପ୍ରଥମ ମ୍ୟାଚ୍‌ରେ...

ରଣଜୀ ଟ୍ରଫି : ଗୋବିନ୍ଦଙ୍କ ଶତକ ସତ୍ତ୍ୱେ ଓଡ଼ିଶା ପରାସ୍ତ

କଟକ ଅଫିସ,୮ା୨- ମହାରାଷ୍ଟ୍ରର ନାଗୋଥାନେସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଶେଷ ହୋଇଥିବା ମହାରାଷ୍ଟ୍ର ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାସ୍ତ ହୋଇଛି।...

‘୧୨-୦’ ରେକର୍ଡକୁ ଭୁଲାଇ ଦେଲା ପାକିସ୍ତାନ

ଦୁବାଇ,୨୪।୧୦: କ୍ରିକେଟ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ପାକିସ୍ତାନଠାରୁ ପରାସ୍ତ ହୋଇଛି ଭାରତ। ଏଥିପୂର୍ବରୁ ବିଶ୍ୱକପ୍‌ରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ କଦାପି...

କ୍ୱିଭ୍‌ ଦଖଲ ଯୋଜନା କରୁଛି ରୁଷିଆ, ଚେଚେନ୍ୟା ରିପୋର୍ଟ…

ଗ୍ରୋଜନୀ, ୧୧।୪ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୬ ଦିନ ବିତିଛି। ରୁଷୀୟ ସେନା ଦିନକୁ ଦିନ ଅଧିକ ଆକ୍ରମଣାତ୍ମକ ହୋଇପଡୁଥିବାବେଳେ ୟୁକ୍ରେନ ରାଷ୍ଟ୍ରପତି...

ଋଣ ବୋଝ ତଳେ ୩ ବଡ଼ ଦେଶ…

ଓ୍ବାଶିଂଟନ, ୧୨।୪ : ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶର ସରକାରଙ୍କ ଉପରେ ଋଣ ବୋଝ ୯.୫ ପ୍ରତିଶତ ବୃଦ୍ଧି ପାଇବ। ଏହା ସହିତ ମୋଟ...

ଟିମ୍‌ ଇଣ୍ଡିଆର ଏହି ଫାଷ୍ଟ୍‌ ବୋଲର୍‌ କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୮।୫: ଟିମ୍‌ ଇଣ୍ଡିଆର ଫାଷ୍ଟ୍‌ ବୋଲର୍‌ ପ୍ରସିଦ୍ଧ କ୍ରିଷ୍ଣାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆଇପିଏଲ୍‌ର ୧୪ତମ ସିଜିନ୍‌ରେ ସେ କୋଲକାତା ନାଇଟ୍‌...

କ୍ରୀଡ଼ାବିତ୍‌ଙ୍କ ନୂଆ ବର୍ଷ ପାଳନ

ନୂଆଦିଲ୍ଲୀ, ୧।୧: ନୂତନ ବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଭାରତୀୟ କ୍ରୀଡ଼ା ଜଗତର ତାରକା ଖେଳାଳିମାନେ ସୋସିଆଲ ମିଡିଆର ସହାୟତା ନେଇଥିଲେ। ବିଭିନ୍ନ ସୋସିଆଲ...

Advertisement
Archives

Model This Week