୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୧ରୁ ଜୁନ ୩୦ ଯାଏ ଏୟାରପୋର୍ଟ ପର୍ଯ୍ୟାୟକ୍ରମେ ବନ୍ଦ ରହିବ।

ସୂଚନାନୁଯାୟୀ, ଚଳିତ ବର୍ଷ ନଭେମ୍ବର ୧ରୁ ୨୦୨୦ ମାର୍ଚ୍ଚ ୩୧ ଯାଏ ରାତିରେ ଏୟାରପୋର୍ଟ ବନ୍ଦ ରହିବ। ରାତି ୧୦ଟାରୁ ସକାଳ ୫ଟା ୩୦ ଯାଏ ବନ୍ଦ ରହିବ ବିମାନ ଚଳାଚଳ କରିବ ନାହିଁ। ସେହିଭଳି ୨୦୨୦ ଏପ୍ରିଲ ୧ରୁ ଜୁନ୍‌ ୩୦ ଯାଏ ଦିନରେ ବିମାନବନ୍ଦର ବନ୍ଦ ରହିବ। ପୂର୍ବାହ୍ନ ୧୦ଟା ୩୦ରୁ ସନ୍ଧ୍ୟା ୬ଟା ଯାଏ ବିମାନ ଚଳାଚଳ ବନ୍ଦ ରହିବ । ଏବେ ଭୁବନେଶ୍ୱରରୁ ଦୈନିକ ୩୯ ବିମାନ ଯା’ ଆସ କରୁଥିବା ବେଳେ ଏହି ସମୟରେ ବିମାନସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି। ତେବେ ପୂର୍ବରୁ ୨୦୦୭ରେ ରନଓ୍ବେ ରି-କାର୍ପେଟିଂ କାମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ...

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨,...

୩ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ, ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ଦାବିପତ୍ର

ପାଟପୁର,୨୨ା୫- ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ୩ ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମବାସୀ ପାଣି ପାଇଁ...

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ...

ନୂତନ ଶିକ୍ଷାନୀତି ଓ୍ବେବ୍‌ସାଇଟ୍‌ ଉନ୍ମୋଚନ କଲେ ରାଜ୍ୟପାଳ

ଭୁବନେଶ୍ୱର, ୧୨। ୯ (ବ୍ୟୁରୋ):  ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ନୂତନ ଶିକ୍ଷାନୀତି ଜାଗରଣ ଅଭିଯାନ ‘My NEP’ ପ୍ରତିଯୋଗିତାର ଓ୍ବେବ୍‌ସାଇଟ୍‌...

ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ମହିଳା

ଭଦ୍ରକ ଅଫିସ,୧୩।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ବାଣିତିଆ ପଞ୍ଚାୟତ ମହଲାସାହିରେ ଶନିବାର ରାତିରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଜଣେ ମହିଳା...

ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ...

Advertisement
Archives

Model This Week