Posted inଜାତୀୟ

୮ ରାଜ୍ୟରେ ଚିତ୍‌ପଟାଙ୍ଗ ମାରିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୫: ମୋଦି ସୁନାମୀରେ ଧ୍ୱସଂ ପାଇଛି ବିପକ୍ଷ ଗଡ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଖୋଦ ନିଜ ଗଡରୁ ହାରିଯାଇଥିଲାବେଳେ ସାରା ଦେଶରେ ମଧ୍ୟ କଂଗ୍ରେସ ପ୍ରଦର୍ଶନ ନିରାଶାଜନକ ରହିଛି। ଦଳ ୮ ରାଜ୍ୟରେ ଚିତ୍‌ପଟାଙ୍ଗ ମାରିଛି। ଅର୍ଥାତ୍‌ ଏଠାରେ କୌଣସି ପ୍ରାର୍ଥୀ ବିଜୟୀ ହୋଇପାରି ନାହାନ୍ତି। ସେହିସବୁ ରାଜ୍ୟଗୁଡିକ ହେଲା- ରାଜ୍ୟଗୁଡ଼ିକ ହେଲା ଗୁଜରାଟ(୨୬ଟି ଆସନ), ରାଜସ୍ଥାନ(୨୫ଟି ଆସନ), ଦିଲ୍ଲୀ(୭ଟି ଆସନ), ହିମାଚଳ ପ୍ରଦେଶ(୪ଟି ଆସନ), ତ୍ରିପୁରା(୨ଟି), ଅରୁଣାଚଳ ପ୍ରଦେଶ(୨ଟି), ହରିୟାନା(୧୦ଟି) ଏବଂ ଉତ୍ତରାଖଣ୍ଡ(୫ଟି)। ଏହିସବୁ ରାଜ୍ୟରେ ଭାଜପା କ୍ଲିନ ସୁଇପ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୦।୧୦: ଜମ୍ମୂ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ କାଠୁଆ ଜିଲାର ହିରାନଗର ସେକ୍ଟରରେ ମୋର୍ଟାର ଶେଲିଂ...

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ...

୨୪ ଘଣ୍ଟା ମଧ୍ୟରେ କ୍ୟାପଶନ ଦେଲେ ମିଳିବ କାର: ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୧ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ...

ନିର୍ବାଚନ ପ୍ରଚାର କରିବାକୁ ବାରଣ ପରେ ହନୁମାନଙ୍କ ଶରଣ ନେଲେ ଯୋଗୀ

ଲକ୍ଷ୍ନୌ,୧୬।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟା ପାଇଁ ନିର୍ବାଚନ ପ୍ରଚାର କରିବାକୁ ବାରଣ କରିବା ପରେ ସେ...

ଶରୀର ପାଇଁ କ୍ଷତିକାରକ ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌

କିଛିବର୍ଷ ପୂର୍ବରୁ ଲୋକମାନେ ମାଟି ବା କାଚ ପାତ୍ରରେ ଚା’ ପିଉଥିଲେ। ହେଲେ ଆଧୁନିକ ଯୁଗରେ ମାଟି ବା କାଚ ପାତ୍ରର ସ୍ଥାନ ନେଇଛି ଥର୍ମୋକୋଲ...

ମହାରାଷ୍ଟ୍ରରେ ଭୁଶୁଡି ପଡିଲା ୫ ମହଲା କୋଠା: ୭୦ ଜଣ ଲୋକ ଫଶି ରହିଥିବା ଆଶଙ୍କା

ମୁମ୍ବାଇ,୨୪।୮-ମହାରାଷ୍ଟ୍ରର ରାୟଗଡ ଜିଲା ମାହାଦ ତହସିଲ କାଜଲପୁରା ଅଞ୍ଚଳରେ ଥିବା ଏକ ୫ ମହଲା ବିଲ୍ଡିଂ ସୋମବାର ସାରେ ଭୁଶୁଡି ପଡିଛି। ବିଲଡିଂ ଭୁଶୁଡି ପଡିବା...

ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ

ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର...

୧୫୦ ବର୍ଷ ପୁରୁଣା ବରଗଛର ରହିଛି ୨ ଶହ ଶାଖା: ଇଂରେଜ ଏଠାରେ କରୁଥିଲେ ନୀଳ ଚାଷ

ପାଟନା,୨୯।୭: ବିହାର ଗୋପାଳଗଞ୍ଜରେ ରହିଛି ୧୫୦ ବର୍ଷ ପୁରୁଣା ବରଗଛ। ଏହାର ୨ ଶହ ଶାଖା ରହିଛି। ବରଗଛ ଏକ ବିଘା ଅର୍ଥାତ୍‌ ୧୪ ହଜାର...


Coronavirus Update

Archives

Model This Week

Why Dharitri