୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ

ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ ବାମପନ୍ଥୀ ନେତାମାନେ କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନିରଞ୍ଜନ ଏହି ଧର୍ମଘଟକୁ ସମର୍ଥନ ଦେବେ ବୋଲି ଏଆଇଟିୟୁସି ଜାତୀୟ ସମ୍ପାଦକ ରାମକୃଷ୍ଣ ପଣ୍ଡା କହିଛନ୍ତି। କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ଅନ୍ୟାନ୍ୟ ସ୍ବାଧୀନ ଫେଡେରେଶନ ଯଥା ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ ଓ ବ୍ୟାଙ୍କ, ବୀମା, ପ୍ରତିରକ୍ଷା, ବିଏସ୍‌ଏନ୍‌ଏଲ୍‌, କୋଇଲା, ଖଣି, ବିଦ୍ୟୁତ୍‌ କର୍ମଚାରୀଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀମାନେ ଏହି ଧର୍ମଘଟକୁ ସମର୍ଥନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri