୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ

ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ ବାମପନ୍ଥୀ ନେତାମାନେ କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନିରଞ୍ଜନ ଏହି ଧର୍ମଘଟକୁ ସମର୍ଥନ ଦେବେ ବୋଲି ଏଆଇଟିୟୁସି ଜାତୀୟ ସମ୍ପାଦକ ରାମକୃଷ୍ଣ ପଣ୍ଡା କହିଛନ୍ତି। କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ଅନ୍ୟାନ୍ୟ ସ୍ବାଧୀନ ଫେଡେରେଶନ ଯଥା ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ ଓ ବ୍ୟାଙ୍କ, ବୀମା, ପ୍ରତିରକ୍ଷା, ବିଏସ୍‌ଏନ୍‌ଏଲ୍‌, କୋଇଲା, ଖଣି, ବିଦ୍ୟୁତ୍‌ କର୍ମଚାରୀଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀମାନେ ଏହି ଧର୍ମଘଟକୁ ସମର୍ଥନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ

ବିନିକା୧୮ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ...

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ...

‘ଖଣ୍ଡୁଆ’ର ଇତିହାସ ୮୦୦ବର୍ଷ ପୁରୁଣା

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ସମ୍ବଲପୁରୀ ଇକତ୍‌, ସୋନପୁର ଓ ବୌଦ୍ଧର ବମକାଇ, ନୂଆପାଟଣାର ଖଣ୍ଡୁଆ, କୋରାପୁଟର କୋଟପାଡ଼, ଗୋପାଳପୁର, ଫକିରପୁର ଓ ମାଙ୍କିଡ଼ିଆର ଟସର ବସ୍ତ୍ର। ରାଜ୍ୟ...

ମହଙ୍ଗା ପଡ଼ିଲା ରଜ ଭୋଜି: କେନ୍ଦୁଝର ଜିଲାପରିଷଦ ଉପାଧ୍ୟକ୍ଷ ଗିରଫ

ଆନନ୍ଦପୁର,୧୪। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ନିକଟସ୍ଥ ପଡିଆରେ ସଙ୍ଗବଦ୍ଧ ଭାବେ ରଜ ଉପଲକ୍ଷେ ଭୋଜିର ଆସର ଚାଲିଥିବାବେଳେ ପୋଲିସ ଚଢାଉ କରି କେନ୍ଦୁଝର ଜିଲାପରିଷଦ...

ଏଚ୍‌ଆର୍‌ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି।...

ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ...

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ...

ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା

ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା।...

Coronavirus Update

Archives

Model This Week

Why Dharitri