୯ରେ କ୍ୟାବିନେଟ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ):ଆସନ୍ତା ୯ ତାରିଖରେ ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ। ମିଳିଥିବା ସୂଚନା ଅନୁଯାୟୀ, ପଞ୍ଚାୟତିରାଜ ଓ ପାନୀୟଜଳ, ମିଶନ ଶକ୍ତି, ସ୍ବାସ୍ଥ୍ୟ, ଜଳସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ, ରାଜସ୍ବ, ଶିଳ୍ପ ବିଭାଗର ପ୍ରାୟ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ଏହାଛଡ଼ା କେତୋଟି ଆଇନରେ ସଂଶୋଧନ ଅଣାଯିବା ସହ ପାନୀୟଜଳ, ବିଭିନ୍ନ ପ୍ରକଳ୍ପକୁ ଜମି, କ୍ୟାଡର ପୁନର୍ଗଠନ ଆଦି ପ୍ରସ୍ତାବ ଅନୁମୋଦନ ଲାଭ କରିବ। ବିଧାନସଭା ଅଧିବେଶନ ଚାଲିଥିବାରୁ କ୍ୟାବିନେଟ୍‌ ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ରାଜ୍ୟ ବଜେଟରେ ବଡ଼ ଘୋଷଣା: ଚାଷୀଙ୍କ ପାଇଁ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।...

ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ...

ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri