କେନ୍ଦୁଝର, ୧୧ା୪(ଡି.ଏନ୍.ଏ.)- କରୋନା ଲାଗି ଲକ୍ ଡାଉନ୍ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର ଏହି କଳାକାରମାନଙ୍କୁ ମାର୍ଚ୍ଚରୁ ଜୁନ୍ ମାସ ପର୍ଯ୍ୟନ୍ତ ମାସକୁ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏଁ ସେମାନଙ୍କ ଆକାଉଣ୍ଟକୁ ଅନ୍ଲାଇନ୍ ଟ୍ରାନ୍ସଫର କରାଯାଇଛି। ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଏହି ସୂଚନା ଦେଇଛନ୍ତି।
ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…
ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…
ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…
ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…
ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…
ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…
ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ
କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…
ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO
ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…
ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ
ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…
କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର
ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…
ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ
ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ଥାନା ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…
Archives

